Daringbadi: ଏହି ଦିନ ଉଦ୍ଘାଟନ ହେବ ଦାରିଙ୍ଗବାଡି ଇକୋ ରିଟ୍ରିଟ; ମିଳିବ ଏହି ସୁଯୋଗ
କନ୍ଧମାଳ: ଦାରିଙ୍ଗବାଡିରେ ଶୀତ ବଢିବା ସାଙ୍ଗକୁ ପର୍ଯ୍ୟଟକ ମଧ୍ୟ ଭିଡ଼ ମଧ୍ୟ ବଢିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଦୀର୍ଘ ୫ ବର୍ଷ ହେଲା ଦାରିଙ୍ଗବାଡିରେ ଇକୋ ରିଟ୍ରିଟର ବ୍ୟବସ୍ଥା କରି ସେଠାରେ ତମ୍ବୁ ଘର କରୁଛନ୍ତି। ସେଠାରେ ପର୍ଯ୍ୟଟକ ପଞ୍ଚ ତାରକା ହୋଟେଲର ସୁବିଧା ପାଉଛନ୍ତି । ଚଳିତ ବର୍ଷ…