ବସ୍ ଭିତରେ ୪ ବର୍ଷର ଶିଶୁକୁ ଗଣ ଦୁଷ୍କର୍ମ ମାମଲା: ୨ସେନା କର୍ମଚାରୀଙ୍କୁ ଆଜୀବନ ଦଣ୍ଡାଦେଶ
ବ୍ରହ୍ମପୁର: ୪ ବର୍ଷର ନାବାଳିକା ଶିଶୁକୁ ଗଣଦୁଷ୍କର୍ମ ଘଟଣାର ଦୁଇଜଣଙ୍କୁ ଆଜୀବନ ଦଣ୍ଡାଦେଶ ରାୟ ଶୁଣାଇଲେ ବ୍ରହ୍ମପୁର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ । ସ୍ବତନ୍ତ୍ର ପୋକ୍ସୋ ଜଜ ପ୍ରଣତି ପଟ୍ଟନାୟକ ବସ୍ରେ କାର୍ଯ୍ୟରତ ୨ଜଣ ସେନା କର୍ମଚାରୀଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ…