୮୪ ତମ ଇଣ୍ଡିଆନ ରୋଡ୍ସ କଂଗ୍ରେସ ଆରମ୍ଭ, ଜାଣନ୍ତୁ କଣ ଏହି ଆଇଆର୍ସି
ଭୁବନେଶ୍ୱର: ଓଡ଼ିଶାରେ ଅନୁଷ୍ଠିତ ହେଉଛି ୮୪ତମ ଇଣ୍ଡିଆନ ରୋଡ୍ସ କଂଗ୍ରେସ (ଆଇଆର୍ସି) ମହାକୁମ୍ଭ । ୧୯୩୪ ମସିହାରୁ ଆଇଆର୍ସି ଗଠନ ହୋଇଥିବା ବେଳେ ଏଯାବତ୍ ଓଡ଼ିଶାରେ ଆଇଆର୍ସିର ୫ଟି ବାର୍ଷିକ ସମ୍ମିଳନୀ ଆୟୋଜିତ ହୋଇଛି ଏବଂ ପୁଣିଥରେ ୬ଷ୍ଠ ଥର ପାଇଁ ଆୟୋଜନ କରିବାର ସୁଯୋଗ ପାଇଛି ଓଡ଼ିଶା।…