ମହିଳା କ୍ରିକେଟର ସଫଳତା ପଛରେ ରହିଛି ବିସିସିଆଇର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ
ନୂଆଦିଲ୍ଲୀ: ଦୀର୍ଘ ଦିନ ପରେ ଭାରତୀୟ ମହିଳା କ୍ରିକେଟ ଟିମ ବିଶ୍ୱ ଚାମ୍ପିୟନ ହୋଇଛି । ଯେଉଁ ମହିଳା ଟିମର ମ୍ୟାଚ ଦେଖିବା ପାଇଁ ଷ୍ଟାଡିୟମ ଫାଙ୍କା ରହୁଥିଲା ଏବେ ତାହା ପୂର୍ଣ୍ଣ ହୋଇଥିଲା । ପଡିଆରେ ସମର୍ଥକଙ୍କ ଉପସ୍ଥିତି ଖେଳାଳିଙ୍କ ମନୋବଳ ବଢ଼ାଇଥାଏ ଓ ଉତ୍ସାହିତ କରିଥାଏ । ଏହି ସବୁ ପଛରେ…