Sitakund: ପିକନିକ୍ ପାଲଟିଲା ଶେଷ ଯାତ୍ରା;ସୀତାକୁଣ୍ଡରେ ବୁଡ଼ିଗଲେ ୨ ଭାଇ
ବାରିପଦା: ପିକନିକ ହେଲା କାଳ । ଶିମିଳିପାଳ ପାଦଦେଶ ସୀତାକୁଣ୍ଡ ଜଳପ୍ରାପତ(sitakunda Waterfall Near Similipal)ରେ ବୁଡ଼ିଗଲେ ଦୁଇ ଭାଇ । ତେବେ ପିକନିକ୍ ସମୟରେ ସୀତାକୁଣ୍ଡ ଜଳପ୍ରପାତରେ ଗାଧୋଇବା ବେଳେ ପାଦ ଖସିଯିବା କାରଣରୁ ଦୁଇଜଣ ପାଣିରେ ବୁଡ଼ିଯାଇ ପ୍ରାଣ ହରାଇଛନ୍ତି ।…