Latest Odisha News

BREAKING NEWS

Yearly Archives

2025

ଭଗବାନ ଜୀବନ ବଞ୍ଚାଇଦେଲେ, ମୁଁ ଶାନ୍ତିରେ ବଞ୍ଚିପାରୁନି; କରୁଣ କାହାଣୀ ବଖାଣିଲେ ଏୟାର ଇଣ୍ଡିଆ ଦୁର୍ଘଟଣାରୁ ରକ୍ଷା…

ନୂଆଦିଲ୍ଲୀ: ଜୁନ୍ ୧୨ ତାରିଖରେ ଅହମ୍ମଦାବାଦରେ ହୋଇଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରୁ ବଞ୍ଚିଯାଇଥିବା ଏକମାତ୍ର ବ୍ୟକ୍ତି ବିଶ୍ୱାସକୁମାର ରମେଶ ଦୁର୍ଘଟଣା ପରେ ତାଙ୍କ ଜୀବନରେ ଘଟିଥିବା ପରିବର୍ତ୍ତନ ବିଷୟରେ ଏକ ସାକ୍ଷାତକାରରେ କହିଛନ୍ତି। ଏତେ ବଡ଼ ଦୁର୍ଘଟଣାରେ ବଞ୍ଚିଯାଇଥିବା ସେ…

Nuapada Bypoll: ନୂଆପଡ଼ାରେ ନବୀନଙ୍କ ଗର୍ଜନ, ଛାନିଆଁ ହେଲେ ବିରୋଧୀ

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ହେବା ଆଗରୁ ରାଜନୈତିକ ମାହୋଲ ବେସ ସରଗରମ ରହିଛି । ତିନି ପ୍ରମୁଖ ଦଳ ନିଜ ନିଜ ରଣନୀତିରେ ପ୍ରଚାର ଚଳାଇଛନ୍ତି । ଶାସକ ଦଳ ୧୬ ମାସର ସଫଳତା କଥା କହି ଭୋଟ ମାଗୁଥିବା ବେଳେ ବିରୋଧୀ ବିଜେଡି ଓ କଂଗ୍ରେସ ବିଜେପି ସରକାରକୁ କଟାକ୍ଷ କରିଛନ୍ତି । ଏହାରି ମଧ୍ୟରେ…

Chadakhai Celebration: ଏଥର ଅଡୁଆ ଛାଡ଼ଖାଇ ବାର, ମାନ୍ଦା ହେବ କି ବେପାର?

ଭୁବନେଶ୍ବର: ସରିବ କାର୍ତ୍ତିକ ମାସ । ଏହାସହ ପଞ୍ଚୁକ ମଧ୍ୟ ଚାଲିଛି । ଏଥରକ ପଞ୍ଚୁକ ଚାରିଦିନ ପାଳନ ହେବାକୁ ଥିବା ବେଳେ ଛାଡ଼ଖାଇକୁ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି ଆମିଷପ୍ରେମୀ । ହେଲେ ଏବର୍ଷ ଛାଡ଼ଖାଇ ପଡ଼ୁଛି ଗୁରୁବାର। ତେଣୁ ପରଦିନ ଅର୍ଥାତ୍‌ ଶୁକ୍ରବାର ଛାଡ଼ଖାଇ ପାଳନ ହେବ। ଛାଡ଼ଖାଇ…

Shreemandir: ଶ୍ରୀମନ୍ଦିର ଭିତରୁ ଡାଲଡା ଘିଅ ଜବତ, କୈଫିୟତ ତଲବ

ପୁରୀ:ଆଜି ପଞ୍ଚୁକର ଦ୍ବିତୀୟ ଦିନରେ ମହାପ୍ରଭୁଙ୍କୁ ଆଡ଼କିଆ ବା ତ୍ରିବ୍ରିକ୍ରମ ବେଶ । ଏପଟେ ଶ୍ରୀମନ୍ଦିର ଭିତରେ ଡାଲଡା ଘିଅ ଜବତ ହୋଇଛି । ଶ୍ରୀମନ୍ଦିର ଭିତରେ କେବଳ ଓମ୍‌ଫେଡ୍‌ ଘିଅ ବ୍ୟବହାର ପାଇଁ ନିର୍ଦ୍ଦେଶ ରହିଛି । କିନ୍ତୁ ଜନୈକ ମହାସୁଆର ସେବକ ଏହାର ଉଲ୍ଲଂଘନ କରିଥିବାରୁ, ସମ୍ପୃକ୍ତ…

Gold Price Today: ପୁଣି ଏତିକି ବଢିଲା ସୁନା ଦର

ଭୁବନେଶ୍ବର:ଦୁଇ ଦିନର ପରେ ଆଜି ପୁଣି ସୁନା ଓ ରୁପା ଦର ବଢିଛି । ଆଜି ଭାରତୀୟ ବଜାରରେ ପ୍ରତି ଗ୍ରାମ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୧୭ ଟଙ୍କା, ପ୍ରତି ଗ୍ରାମ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧୫ ଟଙ୍କା ଏବଂ ପ୍ରତି ଗ୍ରାମ ୧୮ କ୍ୟାରେଟ୍ ସୁନାର ମୂଲ୍ୟ ୧୩ ଟଙ୍କା ବୃଦ୍ଧି ପାଇଛି। ଆଜି…

ପୋଲିସ SI ପରୀକ୍ଷା ଘୋଟାଲା: ଜେଲ୍‌ ଗଲେ ଶଙ୍କର ପୃଷ୍ଟି ଓ ସୁରେଶ ନାୟକ

ବ୍ରହ୍ମପୁର: ପୋଲିସ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲା। ଜେଲ୍‌ ଗଲେ ଶଙ୍କର ପୃଷ୍ଟି ଓ ସୁରେଶ ନାୟକ। ଜେଏମ୍‌ଏଫ୍‌ସି କୋର୍ଟରେ ହାଜର ପରେ ଗଲେ ଜେଲ୍‌। ପୋଲିସ SI ପରୀକ୍ଷା ଘୋଟାଲାରେ ଦୁହେଁ ମାଷ୍ଟରମାଇଣ୍ଡ ଥିଲେ। ପଞ୍ଚସଫ୍ଟ ମୁଖ୍ୟ ଶଙ୍କର ପୃଷ୍ଟି, ସିଲିକନ ମୁଖ୍ୟ ସୁରେଶ ନାୟକ।…

ରଣଜୀ ଟ୍ରଫି: ଇନିଂସ ପରାଜୟ ଏଡାଇବା ପାଇଁ ଓଡିଶାର ସଂଘର୍ଷ ଜାରୀ

କଟକ:ଆନ୍ଧ୍ରପ୍ରଦେଶ ବିପକ୍ଷ ରଣଜୀ ମ୍ୟାଚରେ ଇନିଂସ ପରାଜୟ ଏଡାଇବା ପାଇଁ ଓଡିଶାର ସଂଘର୍ଷ ଜାରୀ ରହିଛି । ଆନ୍ଧ୍ରପ୍ରଦେଶ ପ୍ରଥମ ଇନିଂସରେ ୭ ୱିକେଟ ବିନିମୟରେ ୪୭୫ ରନ କରିବା ପରେ ଇନିଂସ ଘୋଷଣା କରିଥିଲା । ଏହାର ଜବାବରେ ଓଡିଶା ଘରୋଇ ପିଚରେ ନୈରାଶ୍ୟଜନକ ବ୍ୟାଟିଂ ପ୍ରଦର୍ଶନ କରି ପ୍ରଥମ…

ଜାତୀୟ ରାଜପଥରେ ସିରିଜ୍ ଦୁର୍ଘଟଣା; ୧୪ ମୃତ, ଅନେକ ଆହତ

ଜୟପୁର: ରାଜସ୍ଥାନ ଜୟପୁରରେ ଏକ ଦ୍ରୁତଗାମୀ ଡମ୍ପର ଗୋଟିଏ ପରେ ଗୋଟିଏ କରି ପ୍ରାୟ ୧୭ଟି ଗାଡ଼ିକୁ ଧକ୍କା ଦେଇଥିଲା। ଯାହା ଫଳରେ ଦୁର୍ଘଟଣାରେ ୧୪ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରୁ ଅନେକଙ୍କ ଶରୀର ଖଣ୍ଡ ଖଣ୍ଡ ହୋଇଯାଇଥିଲା। କିଛି ଲୋକଙ୍କ ଗୋଡ଼ କଟିଯାଇଥିଲା ବେଳେ ଅନେକଙ୍କ ହାତ…

Digital Arrest Scam: ଡିଜିଟାଲ୍ ଆରେଷ୍ଟ୍ ସ୍କାମରେ ୩୦୦୦ କୋଟି ଠକେଇ

ନୂଆଦିଲ୍ଲୀ: ଡିଜିଟାଲ୍ ଆରେଷ୍ଟ୍ ସ୍କାମରେ ୩୦୦୦ କୋଟି ଟଙ୍କା ଆଦାୟ କରିଛନ୍ତି ଲୁଟେରା । କେବଳ ଭାରତରେ ଡିଜିଟାଲ ଆରେଷ୍ଟ କରି ପ୍ରାୟ ୩ ହଜାର କୋଟି ଟଙ୍କା ଲୁଟ୍ କରିଛନ୍ତି ସାଇବର ଲୁଟେରା। ଏହା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ। ଡିଜିଟାଲ୍ ଆରେଷ୍ଟ୍ ସ୍କାମ୍ ଉପରେ ନିଜ ଆଡୁ ହୋଇଥିବା ମାମଲା ଉପରେ…

ନିଆରା ବାହାଘର, QR କୋଡରେ ଗିଫ୍ଟ ଦେଲେ ଅତିଥି…

ନୂଆଦିଲ୍ଲୀ: କେରଳର ଜଣେ ବାପା ତାଙ୍କ ଝିଅ ବାହାଘରରେ ସାର୍ଟ ପକେଟରେ QR କୋଡ୍ ଲଗାଇ ଅତିଥିମାନଙ୍କଠାରୁ ଡିଜିଟାଲ୍ ମାଧ୍ୟମରେ ଟଙ୍କା ସଂଗ୍ରହ କରୁଥିବାର ଭିଡିଓ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ତେବେ ଭାଇରାଲ୍ ଭିଡିଓରେ କନ୍ୟାଙ୍କ ବାପା ତାଙ୍କ ସାର୍ଟ ପକେଟରେ Paytm QR…