ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ
ଭୁବନେଶ୍ୱର: ଶ୍ରୀମନ୍ଦିରରେ ଭକ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡିଜି) ସୌମେନ୍ଦ୍ର ପ୍ରିୟଦର୍ଶୀ ସୋମବାର ପୁରୀରେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି।
ପଞ୍ଚୁକର ଦ୍ୱିତୀୟ ଦିନରେ ତ୍ରିବିକ୍ରମ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ…