Diwali Wish:ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ; ପ୍ରଦୂଷଣମୁକ୍ତ ସବୁଜ ଦୀପାବଳି ପାଳନ କରିବାକୁ କହିଲେ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଲୋକର ପର୍ବ ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭିଡିଓ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ଏକ ସୁରକ୍ଷିତ ଏବଂ ସବୁଜ ଦୀପାବଳି ପାଳନ ପାଇଁ ନିବେଦନ…