Cyclone montha: ଆସୁଛି “ମୋନ୍ଥା; ଅମଳ ହୋଇସାରିଥିବା ଫସଲକୁ ସୁରକ୍ଷିତ ସ୍ଥାନକୁ ନେଇଯିବା ପାଇଁ ପରାମର୍ଶ
ଭୁବନେଶ୍ୱର:ସମ୍ଭାବ୍ୟ ବାତ୍ୟା "ମୋନ୍ଥା"କୁ ଦୃଷ୍ଟିରେ ରଖି କୃଷି ବିଭାଗ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
ଅକ୍ଟୋବର ୩୧ ତାରିଖ ଯାଏଁ କୌଣସି କୃଷି ଅଧିକାରୀ ଛୁଟି ନେଇପାରିବେ ନାହିଁ ବୋଲି…