Latest Odisha News

BREAKING NEWS

Yearly Archives

2025

India Maritime Week 2025: ମାରିଟାଇମ ସପ୍ତାହ ୨୦୨୫ରେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଓଡିଶା ଷ୍ଟଲ ଉଦଘାଟିତ

ମୁମ୍ବାଇ: ମୁମ୍ବାଇ ନେସ୍କୋ ଗ୍ରାଉଣ୍ଡରେ ଆୟୋଜିତ ମାରିଟାଇମ ସପ୍ତାହ ୨୦୨୫ ଅବସରରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଓଡିଶାର ଗୌରବୋଜ୍ଜଳ ନୌବାଣିଜ୍ୟ ପରମ୍ପରା ଉପରେ ଆଧାରିତ ଏକ ଷ୍ଟଲ୍ ଖୋଲାଯାଇଛି । ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଆନୁଷ୍ଠାନିକ ଭାବେ…

Cyclone Montha: ବାତ୍ୟା ପାଇଁ ୩ ଦିନ ଲାଗି ଗୋପାଳପୁରରେ ହୋଟେଲ ବନ୍ଦ

ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାରେ ବାତ୍ୟା ମୋନ୍ଥାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସୋମବାର ଗଞ୍ଜାମ ଜିଲ୍ଲା ପ୍ରଶାସନ ଗୋପାଳପୁରର ସମସ୍ତ ହୋଟେଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨୭ ତାରିଖରୁ ତିନି ଦିନ ପାଇଁ ହୋଟେଲ ଗୁଡ଼ିକୁ ବନ୍ଦ ରଖିବା ସହ ସମସ୍ତ ବୁକିଂ…

ପ୍ରଭାତୀଙ୍କୁ କଡ଼ା ଜବାବ୍ ଦେଲେ ବର୍ଷା; ‘ଓଡ଼ିଶାର ଇତିହାସ, ସଂସ୍କୃତି ଓ ପରମ୍ପରା ଜାଣିନାହାନ୍ତି’

ଭୁବନେଶ୍ୱର: ସୋମବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ‘ବାପ ଘର ପର, ମାମୁଁ ଘର ସାତ ପର’ ମନ୍ତବ୍ୟକୁ କଡ଼ା ଜବାବ୍ ଦେଇଛନ୍ତି ପଦମପୁର ବିଜେଡି ବିଧାୟିକା ବର୍ଷା ସିଂ ବରିହା । ସେ କହିଛନ୍ତି ଯେ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓଡ଼ିଶାର ଇତିହାସ, ସଂସ୍କୃତି ଓ ପରମ୍ପରା ଜାଣିନାହାନ୍ତି…

ସାମୀଙ୍କ ସହ ଆଲୋଚନା କଲେ ଚୟନ କମିଟି ସଦସ୍ୟ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ପେସ ବୋଲର ମହମ୍ମଦ ସାମୀ ଅଷ୍ଟ୍ରେଲିଆ ବିପକ୍ଷରେ ଚୟନ ନ ହେବା ଆଲୋଚନାର ବିଷୟ ହୋଇଛି । ଆଘାତ ସମସ୍ୟା ଯୋଗୁ ସେ ଇଂଲଣ୍ଡ ବିପକ୍ଷ ସିରିଜରେ ଖେଳି ନ ଥିଲେ । ପରେ ସେ ଫିଟ ହେବା ସତ୍ୱେ ଅଷ୍ଟ୍ରେଲିଆ ଗସ୍ତରେ ଯାଇପାରି ନ ଥିଲେ । ଚୟନ କମିଟି ମୂଖ୍ୟ ଅଜିତ…

‘ମୋନ୍ଥା’ ମୁକାବିଲା ପାଇଁ ପ୍ରସ୍ତୁତ ବିଏମସି, ଆପଦକାଳୀନ ସମୟରେ ୧୯୨୯ରେ କଲ କରିବାକୁ ପରାମର୍ଶ..

ଭୁବନେଶ୍ବର: ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରି ୨୮ ତାରିଖ ମଙ୍ଗଳବାର ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ । ଏହି ସମୟରେ ରାଜଧାନୀରେ ‘ମୋନ୍ଥା’ର ମୁକାବିଲା…

Machhkund reservoir: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମାଛକୁଣ୍ଡ ଜଳ ଭଣ୍ଡାରର ୬ଟି ଗେଟ୍‌ ଖୋଲିଲା

କୋରାପୁଟ: ସମୁଦ୍ରରୁ ବଳ ଗୋଟାଇ ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ମୋନ୍ଥାର ଗତି ଧିରେ ଧିରେ ଆଗକୁ ବଢୁଛି । ଏହାକୁ ନଜରରେ ରଖି କୋରାପୁଟ ଜିଲ୍ଲା ଲମତାପୁଟ ମାଛକୁଣ୍ଡ ଜଳ ଭଣ୍ଡାରର ୬ଟି ଗେଟ୍‌ ଖୋଲିଛି । ଜଳ ଭଣ୍ଡାରରେ ୪ଟି ଗେଟ୍…

ବିହାର ପରେ ଦେଶବ୍ୟାପୀ SIR ଲାଗୁ ଘୋଷଣା, ୧୨ ରାଜ୍ୟରୁ ଆରମ୍ଭ…

ନୂଆଦିଲ୍ଲୀ: ନିର୍ବାଚନ କମିଶନ ଦେଶବ୍ୟାପୀ ଭୋଟର ତାଲିକା ସଂଶୋଧନ (SIR) ଘୋଷଣା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ସୋମବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରିଛନ୍ତି। ନିକଟ ଭବିଷ୍ୟତରେ ନିର୍ବାଚନ ହେବାକୁ ଥିବା ରାଜ୍ୟଗୁଡ଼ିକରେ SIR ଆରମ୍ଭ ହେବ।…

Cyclone Montha:ଲ୍ୟାଣ୍ଡଫଲ୍‌ ବେଳେ ଭୀଷଣ ବାତ୍ୟା, ଓଡ଼ିଶାରେ ପହଞ୍ଚିଲା ବେଳେ ଦୁର୍ବଳ: ମୃତ୍ୟୁଞ୍ଜୟ ମହାପାତ୍ର

ଭୁବନେଶ୍ବର: ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ମୋନ୍ଥା(Cyclonic Storm “Montha” )। ସମୁଦ୍ର ଭିତରେ ଦ୍ରୁତ ଗତିରେ ଆଗକୁ ବଢ଼ୁଛି । ଆସନ୍ତା ୨୮ ତାରିଖ ରାତି ସୁଦ୍ଧା ବାତ୍ୟା ସ୍ଥଳଭାଗ ଛୁଇଁବା ବୋଲି ଆଶଙ୍କା କରାଯାଉଛି । ତେବେ ଓଡ଼ିଶାରେ ପହଞ୍ଚିଲା ବେଳକୁ ବାତ୍ୟା ଦୁର୍ବଳ ହୋଇଥିବ…

ରାଜସ୍ଥାନ ବିପକ୍ଷ ରଣଜୀ ମ୍ୟାଚରେ ଖେଳିବେ ଯଶସ୍ୱୀ

ମୁମ୍ବାଇ: ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜରେ ଭାରତର ଓପନ ଯଶସ୍ୱୀ ଜୈସୱାଲ ଦଳରେ ଥିଲେ ମଧ୍ୟ ଗୋଟିଏ ବି ମ୍ୟାଚ ଖେଳିବା ପାଇଁ ସୁଯୋଗ ପାଇ ନ ଥିଲେ । ଅଷ୍ଟ୍ରେଲିଆରୁ ଫେରିବା ପରେ ଏବେ ସେ ରଣଜୀ ଟ୍ରଫିରେ ମନୋନିବେଶ କରିବେ ବୋଲି କହିଛନ୍ତି । ମୁମ୍ବାଇ ପକ୍ଷରୁ ଖେଳୁଥିବା ଯଶସ୍ୱୀ…

Harihara besa: ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ; ରହିଛି ଏହି ବେଶର ମାହାତ୍ମ୍ୟ…

ପୁରୀ: ଆଜି ଅନୁଷ୍ଠିତ ହେବ ବଡ଼ଠାକୁରଙ୍କ ହରିହର ବେଶ । କାର୍ତ୍ତିକ ମାସ ଶୁକ୍ଳପକ୍ଷ ପଞ୍ଚମୀ ସୋମବାର ଅବସରରେ ଶ୍ରୀମନ୍ଦିରରେ ବଡ଼ଠାକୁର ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଦାରୁ ବିଗ୍ରହଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯିବ । ପୁଷ୍ପାଳକ…