Cyclone Montha: କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା; ୩ ଦିନ ବନ୍ଦ ରହିବ କଳିଙ୍ଗା ଘାଟି କାର୍ଯ୍ୟ
ଫୁଲବାଣୀ: ସମ୍ଭାବ୍ୟ ବାତ୍ୟା ‘ମନ୍ଥା’(Montha) ପାଇଁ କଳିଙ୍ଗା ଘାଟିରେ ଚାଲିଥିବା କାର୍ଯ୍ୟ ୩ ଦିନ ବନ୍ଦ ରଖିବାକୁ କନ୍ଧମାଳ ଜିଲାପାଳ ବେଦଭୂଷଣ ନିର୍ଦ୍ଦେଶ ଦେଇଛନ୍ତି । ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ପାଳନ ହେବ ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଓଡ଼ିଶାର…