ଡରାଉଛି ବାତ୍ୟା ମନ୍ଥା; ୨୮ ତାରିଖ ପର୍ଯ୍ୟନ୍ତ ଚିଲିକାରେ ଡଙ୍ଗା ସମ୍ପୂର୍ଣ୍ଣ ବାରଣ
ଖୋର୍ଦ୍ଧା: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ସୃଷ୍ଟି ସୁଦୃଶ ଲଘୁଚାପ ଶନିବାର ପୂର୍ବାହ୍ଣରେ ଅବପାତର ରୂପ ନେଇଛି। ଶନିବାର ସକାଳ ସାଢ଼େ ୫ଟା ସମୟରେ ଏହି ଅବପାତ ସୃଷ୍ଟି ହୋଇଛି। ଅକ୍ଟୋବର ୨୭ ତାରିଖରେ ଏହା ବାତ୍ୟାର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ପୂର୍ବାନୁମାନ…