Latest Odisha News

BREAKING NEWS

Yearly Archives

2025

Odisha Seed Hub: ଓଡ଼ିଶା ହେବ ‘ବିହନ ହବ୍’: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଡାଲି ଜାତୀୟ ଫସଲରେ ଆତ୍ମନିର୍ଭର ଅଭିଯାନରେ ଓଡ଼ିଶା ହେବ ‘ବିହନ ହବ୍’। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଘନ କୃଷି କାର୍ଯ୍ୟକ୍ରମ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ବିଲୁପ୍ତପ୍ରାୟ ଖାଦ୍ୟର…

Ration Card Holder: ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫ କେଜି ଚାଉଳ, ଏହି ସବୁ ଜିଲ୍ଲାକୁ ଯୋଗାଣ ବିଭାଗର ଚିଠି

ଭୁବନେଶ୍ବର: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ମୁଣ୍ଡ ପିଛା ବଢ଼ିପାରେ ଚାଉଳ। ଗରିବ ଲୋକଙ୍କୁ ଆଶ୍ୱସ୍ତି ଦେବା ପାଇଁ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାର ରାସନ କାର୍ଡଧାରୀଙ୍କ ପାଇଁ ମାସିକ ଚାଉଳ ଆବଣ୍ଟନକୁ ଦ୍ୱିଗୁଣିତ କରିବା ପାଇଁ ଏକ ପ୍ରସ୍ତାବ ଉପରେ ବିଚାର…

Putin slams US : ଆମେରିକାର କଟକଣାକୁ ସମାଲୋଚନା କଲେ ପୁଟିନ୍, ଟମାହକ ନେଇ ଦେଲେ ଚେତାବନୀ…ପ୍ରତିକ୍ରିୟାରେ ଏମିତି…

ନୂଆଦିଲ୍ଲୀ: ଦୁଇଟି ପ୍ରମୁଖ ରୁଷୀୟ ତୈଳ କମ୍ପାନୀକୁ ଉପରେ ପ୍ରତିବନ୍ଧକ ଲଗାଇବା ନେଇ ଆମେରିକାକୁ ଟାର୍ଗେଟ କରିଛନ୍ତି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ଗୁରୁବାର ଆମେରିକାକୁ ସମାଲୋଚନା କରି ପୁଟିନ୍ କହିଛନ୍ତି ଯେ "କୌଣସି ସ୍ୱାଭିମାନୀ ଦେଶ" କେବେ "ଚାପ ତଳେ କିଛି କରିବ ନାହିଁ"। ତାଙ୍କ…

Cuttack Kali Puja: କାଳୀ ଭସାଣି ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା: ୬୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

କଟକ: ଆଜି କଟକରେ କାଳୀପୂଜା ଭସାଣ ଉତ୍ସବ। ତାପୂର୍ବରୁ ସହରର ଫ୍ଲାଗମାର୍ଚ୍ଚ କରିଛି ପୋଲିସ। ଗଳି କନ୍ଦିରେ ତନ୍ନତନ୍ନ କରି କରି ପଇଁତରା ମାରିଛନ୍ତି ସୁରକ୍ଷାକର୍ମୀ। କଟକରେ କାଳୀ ଭସାଣି ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସହରରେ ମୁତୟନ ହୋଇଛନ୍ତି ୬୪ ପ୍ଲାଟୁନ ପୋଲିସ ଫୋର୍ସ।…

Fake Job Racket: ପୋଲିସ ପଞ୍ଝାରେ ମିଛ ଚାକିରି ରାକେଟ୍‌: ୨ ଗିରଫ

ସମ୍ବଲପୁର: ପୋଲିସ ପଞ୍ଝାରେ ମିଛ ଚାକିରି ରାକେଟ୍‌। ୧୨ ହଜାର ଟଙ୍କା ମିଛ ଚାକିରି ବିକ୍ରି ମାମଲାରେ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବୁର୍ଲା ଥାନା ପୋଲିସ। ଗିରଫ ବ୍ୟକ୍ତିମାନେ ହେଲେ ବଡ଼ବଜାରର ରାହୁଲ ଓରଫ ସମ୍ରାଟ ରାୟ (୩୨) ଏବଂ ସାତୁପାଲିର ପଦ୍ମାବତୀ ତାଣ୍ଡି (୩୪)। ଏମାନେ ଏକ…

Nuapada Bypoll: ନୂଆପଡ଼ା ଉପନିର୍ବାଚନ ପ୍ରଚାର : ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷଦିନ

ନୂଆପଡ଼ା: ନୂଆପଡା ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ସେପଟେ ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି । ମୋଟ୍‌ ୧୯ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ…

Artificial Rain: ରାଜଧାନୀରେ କେବେ କରାଯିବ କୃତ୍ରିମ ବର୍ଷା? ମୁଖ୍ୟମନ୍ତ୍ରୀ ଘୋଷଣା କଲେ ତାରିଖ

ନୂଆଦିଲ୍ଲୀ: ଦିଲ୍ଲୀରେ କୃତ୍ରିମ ବର୍ଷା। ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ନିଆଯାଉଛି ନୂଆ ପଦକ୍ଷେପ। ରାଜଧାନୀ ଦିଲ୍ଲୀରେ ବଢୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ଦିଲ୍ଲୀ ସରକାର ଏହି ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀପାବଳି ପରେ ଭୟଙ୍କର ବାୟୁ ପ୍ରଦୂଷଣର ସମ୍ମୁଖୀନ ଦିଲ୍ଲୀରେ…

ମା କାଳୀଙ୍କ ମୂର୍ତ୍ତି ବିସର୍ଜନ ନେଇ କଟକରେ ଟ୍ରାଫିକ କଟକଣା…

କଟକ: କଟକ ସହରରେ ମା କାଳୀଙ୍କ ମୂର୍ତ୍ତି ବିସର୍ଜନ ସମୟରେ ଟ୍ରାଫିକ ନିୟନ୍ତ୍ରଣ କରିବା ପାଇଁ କମିଶନରେଟ୍ ପୋଲିସ ଶୁକ୍ରବାର ସକାଳ ୭ଟାରୁ କିଛି ରାସ୍ତା ଦେଇ ଯାନବାହାନ ଚଳାଚଳ ଉପରେ କଟକଣା ଜାରି କରିଛି। ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଭିଡ଼କୁ ଦୃଷ୍ଟିରେ ରଖି ଓଡ଼ିଶା ସହରାଞ୍ଚଳ…

Andhra Bus Tragedy: ବସ୍‌ରେ ଭୟାବହ ଅଗ୍ନିକାଣ୍ଡ; ୨୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶରେ ଏକ ବଡ଼ ବସ୍ ଦୁର୍ଘଟଣା ଘଟିଛି। ହାଇଦ୍ରାବାଦ-ବେଙ୍ଗାଲୁରୁ ରାଜପଥର କୁର୍ଣ୍ଣୁଲରେ ଏକ ବାଇକ ସହିତ ଧକ୍କା ହେବା ପରେ ହାଇଦ୍ରାବାଦ-ବେଙ୍ଗାଲୁରୁ ଏନ୍‌ଏଚ୍‌ ବସ୍‌ରେ ଲାଗିଲା ନିଆଁ। ଘଟଣାରେ ୨୦ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି। ସୂଚନା ଅନୁସାରେ…

Weather Update: ପୁଣି ଦାନା ବାନ୍ଧୁଛି ଲଘୁଚାପ, ୪ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଦକ୍ଷିଣପୂର୍ବ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ…