Raja Chakra: ବିଜେଡି ନେତା ରାଜା ଚକ୍ର ସମେତ ୧୧ ଜଣଙ୍କ ନାଁରେ ଚାର୍ଜସିଟ୍ ଦାଖଲ
ଭୁବନେଶ୍ବର: ବିଜେଡି ନେତା ରାଜା ଚକ୍ର ସମେତ ୧୧ ଜଣଙ୍କ ନାମରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଚାର୍ଜସିଟ୍ ଦାଖଲ କରିଛି । ମାମଲାରେ ତଦନ୍ତ କରି ଇଡି ଅଭିଯୁକ୍ତର ୨୨.୨୬ କୋଟି ଟଙ୍କା ତଦନ୍ତକାରୀ ସଂସ୍ଥା ଜବତ କରିଛି । ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ନାଁରେ ଖଣିଜ ପରିବହନ କରିବା…