ପିଚ ନେଇ ଅସନ୍ତୋଷ ବ୍ୟକ୍ତ କଲେ କୋଚ ଗମ୍ଭୀର
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମ ଅରୁଣ ଜେଟଲୀ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟକୁ ୭ ୱିକେଟରେ ଜିିତି ନେଇଛି । ଏଥିସହ ସିରିଜରେ କ୍ଲିନ ସୁଇପ କରିଛି । ତେବେ ଟିମ ଇଣ୍ଡିଆର ମୂଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତିି । ପିଚ ପେସ କିମ୍ବା ସ୍ପିନ…