ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା: ଗିରଫ ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
ବ୍ରହ୍ମପୁର : ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡା ଗିରଫ । ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଗିରଫ । ଗତକାଲି ରାତିରେ ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇଥିଲା ପୋଲିସ । ଅନ୍ୟପଟେ ବିକ୍ରମ ପଣ୍ଡାଙ୍କୁ ଅଟକ ନେଇ ବିଜେଡି କରିଛି ପ୍ରତିବାଦ। ବିଜେଡି ପକ୍ଷରୁ ବ୍ରହ୍ମପୁର ଏସ୍ପି ଅଫିସ୍…