ପାର୍ଟ ପ୍ଲଟ୍ ପଞ୍ଜୀକରଣ ପାଇଁ ଆସିଲା ନୂଆ SOP
ଭୁବନେଶ୍ବର: ପାର୍ଟ ପ୍ଲଟ୍ ପଞ୍ଜୀକରଣ ପାଇଁ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ SOP ଜାରି ହୋଇଛି । ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଂଶ ପ୍ଲଟ ପଞ୍ଜୀକରଣକୁ ସହଜ ଓ ସ୍ଵଚ୍ଚ କରିବା ପାଇଁ SOP ଜାରି କରିଛି।
ରାଜସ୍ୱ ମନ୍ତ୍ରୀ ସୁରେଶ କୁମାର…