ମୁଁ ଯୁଦ୍ଧ ସମାଧାନ କରିବାରେ ସିଦ୍ଧହସ୍ତ: ଟ୍ରମ୍ପ୍
ନୂଆଦିଲ୍ଲୀ: ବିଶ୍ୱର ବିଭିନ୍ନ ଦେଶରେ ଚାଲିଥିବା ଯୁଦ୍ଧ ବନ୍ଦ କରିବାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଦାବି କରିଛନ୍ତି।
ତେବେ ମଧ୍ୟପ୍ରାଚ୍ୟ ଗସ୍ତ ସମୟରେ ଟ୍ରମ୍ପ ଏୟାର ଫୋର୍ସ ୱାନରେ ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ପାକିସ୍ତାନ…