ଭୁବନେଶ୍ୱର-କଟକ-ପୁରୀ-ପାରାଦୀପରେ ୬୪୫ କିମି. ଦୀର୍ଘ ୩ଟି ରିଙ୍ଗ୍ ରୋଡ୍ ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପକୁ ନେଇ ଇକୋନୋମିକ୍ ରିଜିଅନ୍ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମଗ୍ର ଅଞ୍ଚଳରେ ଥିବା ସହର ଗୁଡିକୁ ‘ଗ୍ରୋଥ୍ ହବ୍’ ଭାବେ ବିକଶିତ କରିବା ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ…