ଓଡ଼ିଶାର ଘରୋଇ ଡିସକମ୍ ମଡେଲ୍ ଦକ୍ଷତା ବୃଦ୍ଧି, କ୍ଷତି ହ୍ରାସ ଏବଂ ଜାତୀୟ ସ୍ୱୀକୃତି କରିଛି ହାସଲ
ଭୁବନେଶ୍ବର: ଖରାପ ଅବସ୍ଥାରେ ଗତି କରୁଥିବା ଭାରତର ବିଦ୍ୟୁତ ବଣ୍ଟନ କ୍ଷେତ୍ରକୁ ପୁନରୁଦ୍ଧାର କରିବା ପାଇଁ ଶକ୍ତି ମନ୍ତ୍ରଣାଳୟ ଭାରତୀୟ ବିଦ୍ୟୁତ ଆଇନ, ୨୦୨୫ ରେ ଏକ ବଡଧରଣର ସଂଶୋଧନ କରିବାକୁ ଯାଉଛି । ଏଭଳି ସମୟରେ ଓଡ଼ିଶାରେ ସଫଳ ହୋଇପାରିଥିବା ବିଦ୍ୟୁତ ବଣ୍ଟନ କ୍ଷେତ୍ରର ଘରୋଇକରଣ, ଏକ…