Latest Odisha News

BREAKING NEWS

Yearly Archives

2025

Naveen Patnaik: ବିପର୍ଯ୍ୟୟରୁ ଜନନାୟକ…୭୯ ବର୍ଷରେ ପାଦ ଥାପିଲେ ନବୀନ

ଭୁବନେଶ୍ବର: ଆଜି ବର୍ତ୍ତମାନର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୭୯ ବର୍ଷରେ ପାଦ ଥାପିଛନ୍ତି ନବୀନ । ସ୍ବର୍ଗତ ବରପୁତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସୁପୁତ୍ର ନବୀନ ରାଜ୍ୟ ଇତିହାସର ଏକ ଅନନ୍ୟ ଛବି । ୧୯୯୯ ମହାବାତ୍ୟାର…

ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ: ସାର୍ପ ସୁଟରକୁ ଧରିଲା ପୋଲିସ

ବ୍ରହ୍ମପୁର: ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣା । ପୋଲିସ ହାତରେ ସାର୍ପ ସୁଟର ଧରାପଡିଥିବା ସୂଚନା ମିଳୁଛି । ବିହାରରୁ ୨ ଜଣଙ୍କୁ ଉଠାଇ ଆଣିଛି ବ୍ରହ୍ମପୁର ପୋଲିସ । ଏହି ଦୁଇ ଜଣଙ୍କ ମଧ୍ୟରେ ଜଣେ ସାର୍ପ ସୁଟର୍ ଓ ଅନ୍ୟ ଜଣେ ରେକି ଟିମରେ ସାମିଲ ଥିବା ଜଣାପଡ଼ିଛି।…

Online Delivery Comapny: ଅନ୍‌ଲାଇନ୍‌ରେ ମହାପ୍ରସାଦ ବିକ୍ରି, ଫୁଡ୍ ଆପ୍ ନାଁରେ ଏତଲା

ପୁରୀ: ଅନ୍‌ଲାଇନ୍‌ରେ ମହାପ୍ରସାଦ ବିକ୍ରି ଅଭିଯୋଗ। ଏକ ଫୁଡ୍ ଆପ୍ ନାଁରେ ସାଇବର ଥାନାରେ ଏତଲା। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନର ନିର୍ଦ୍ଦେଶରେ ପୁରୀ ସାଇବର ଥାନାରେ ଏତଲା ହୋଇଛି। ଅନଲାଇନରେ ଅନ୍ନପ୍ରସାଦ ମିଳିବା ନେଇ ଏକ ବଡ଼ ଅନଲାଇନ ଖାଦ୍ୟ ଡେଲିଭରୀ କଂପାନୀ ପକ୍ଷରୁ ବିଜ୍ଞାପନ ପରେ…

Nuapada By-Election: କେବେ ନାମାଙ୍କନପତ୍ର ଦାଖଲ କରିବେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ?

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ମଇଦାନ ପ୍ରସ୍ତୁତି। ନୂଆପଡ଼ରେ ହେବ ତ୍ରିମୁଖୀ ଲଢ଼େଇ। ତିନ ଦଳ ୩ ଯୋଦ୍ଧା ପ୍ରସ୍ତୁତ। ତେବେ ଆଜି ବିଜେପି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିବା ନେଇ ଚର୍ଚ୍ଚା ଜୋର ଧରିଥିଲା, କିନ୍ତୁ ଆଜି ନାମାଙ୍କନପତ୍ର ଦାଖଲ କରିବେ ନାହିଁ ବିଜେପି ପ୍ରାର୍ଥୀ…

‘ଭାରତ ଆଉ ରୁଷରୁ ତେଲ କିଣିବ ନାହିଁ, ପ୍ରଧାନମନ୍ତ୍ରୀ ମୋଦୀ ମୋତେ ଆଶ୍ୱାସନା ଦେଇଛନ୍ତି’

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବୁଧବାର ଦିନ ଦାବି କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ଯେ ଭାରତ ରୁଷରୁ ତେଲ କିଣିବା ବନ୍ଦ କରିବ। ସେ କହିଥିଲେ ଯେ ଭାରତ ଏହା ତୁରନ୍ତ କରିପାରିବ ନାହିଁ କିନ୍ତୁ ଶୀଘ୍ର କରିବ। ଟ୍ରମ୍ପ ଆହୁରି…

ବାଣ ନେବା ବେଳେ ସ୍କୁଟିରେ ବିସ୍ଫୋରଣ, ୩ ଗୁରୁତର

ଭୁବନେଶ୍ୱର: ଭୁବନେଶ୍ୱରର ୧୬ ନମ୍ବର ଜାତୀୟ ରାଜପଥର ଜୟଦେବ ବିହାର ଓଭରବ୍ରିଜ୍ ଉପରେ ବୁଧବାର ସନ୍ଧ୍ୟାରେ ଏକ ସ୍କୁଟି ସମ୍ପୂର୍ଣ୍ଣ ଜଳିଯାଇଛି। ସୂଚନା ଅନୁଯାୟୀ, ସ୍କୁଟିରେ ଜଣେ ପୁରୁଷ ଏବଂ ଦୁଇ ଜଣ ମହିଳା ବାଣ ଧରି କଟକ ଯାଉଥିବା ବେଳେ ହଠାତ୍ ବିସ୍ଫୋରଣ ହୋଇ ନିଆଁ ଲାଗିଯାଇଥିଲା।…

ଦୁର୍ଗାପୁରରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ବନ୍ଧୁଙ୍କ ହାତ

ଦୁର୍ଗାପୁର: ପଶ୍ଚିମବଙ୍ଗର ଦୁର୍ଗାପୁରରେ ଥିବା ଏକ ଘରୋଇ ମେଡିକାଲ୍ କଲେଜ ନିକଟରେ ଜଣେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ସାଙ୍ଘାତିକ ଖୁଲାସା। ଏହି ଘଟଣା ପଛରେ ଛାତ୍ରୀଙ୍କ ବନ୍ଧୁଙ୍କ ହାତ ଥିବା ଜଣାପଡ଼ିଛି। ବୁଧବାର ଦିନ ଦୁର୍ଗାପୁରର ସବ-ଡିଭିଜନାଲ ଜୁଡିସିଆଲ୍ ମାଜିଷ୍ଟ୍ରେଟ୍…

ମିଳିମିଶି ପ୍ରଶାନ୍ତ କିଶୋରଙ୍କୁ ଘେରିଲେ ବିଜେପି-କଂଗ୍ରେସ, ବିହାର ରାଜନୀତିରେ ବଡ଼ ହଲଚଲ

ନୂଆଦିଲ୍ଲୀ: ନିର୍ବାଚନ ଲଢ଼ିବେନି ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର । ଏନେଇ ବୁଧବାର ସେ ବିହାର ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାଇ ବୋଲି ଘୋଷଣା କରିଛନ୍ତି। ଏହା ପରେ ଭାରତୀୟ ଜନତା ପାର୍ଟି (ବିଜେପି), ଜନତା ଦଳ ୟୁନାଇଟେଡ୍ (ଜେଡିୟୁ) ଏବଂ…

ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ୪୮ ଘଣ୍ଟାର ଯୁଦ୍ଧ ବିରତି

ନୂଆଦିଲ୍ଲୀ: ଗତ କିଛି ଦିନ ଧରି ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ବର୍ତ୍ତମାନ୍ ଶେଷ ହେବାପରି ଲାଗୁଛି। ଉଭୟ ଦେଶ ଆସନ୍ତା ୪୮ ଘଣ୍ଟାର ଅସ୍ତ୍ରବିରତି ପାଇଁ ରାଜି ହୋଇଛନ୍ତି। ଉତ୍ତେଜନା ସମୟରେ ଉଭୟ ଦେଶ ପରସ୍ପର ଉପରେ ଗୁଳିଚାଳନା କରିଥିବା ଅଭିଯୋଗ କରିଥିଲେ। ତେବେ…

ଏହି ରାଶିର ଲୋକଙ୍କ ପାଖେ ଥାଏ ପ୍ରବଳ ଟଙ୍କା, ଚୁଟକିରେ ବଦଳେ ଭାଗ୍ୟ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ରାଶିଫଳ ଏକ ବ୍ୟକ୍ତିର ଜୀବନ, ସ୍ୱଭାବ, କ୍ୟାରିଅର ଏବଂ ଆର୍ଥିକ ସ୍ଥିତି ଉପରେ ନିର୍ଭର କରେ। ଅନେକ ଲୋକ ବିଶ୍ୱାସ କରନ୍ତି ଯେ କିଛି ରାଶିର ବ୍ୟକ୍ତି ଅନ୍ୟମାନଙ୍କ ତୁଳନାରେ ଅଧିକ ଧନୀ ହେବାର ସମ୍ଭାବନା ରଖନ୍ତି। ତେବେ, କେଉଁ ରାଶିର ଲୋକ ଅଧିକ…