ଗଞ୍ଜେଇ ଚାଲାଣରେ ମାଷ୍ଟର ମାଇଣ୍ଡ ସିଭିଲ୍ ଇଞ୍ଜିନିୟର ଛାତ୍ର ଗିରଫ
କୋରାପୁଟ: ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ସିଭିଲ ଇଞ୍ଜିନିୟର ଛାତ୍ର ତଥା ମାଷ୍ଟର ମାଇଣ୍ଡଙ୍କୁ ଗିରଫ କଲା କୋରାପୁଟ ଜିଆରପି ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲେ ଦୈତାରୀ ଖେମୁଣ୍ଡୁ । ସେ ଗଞ୍ଜେଇ ଚୋରା ଚାଲାଣର ମାଷ୍ଟର ମାଇଣ୍ଡ ଭାବେ ପରିଚିତ । ରବିବାର ଦୈତାରୀକୁ କୋରାପୁଟ ରେଲୱେ ଷ୍ଟେସନ…