ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ: ଅଭିଯୁକ୍ତମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ…
ଭୁବନେଶ୍ବର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଅଭିଯୁକ୍ତମାନ ବିରୁଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ।
ସେ…