ଆଇନଜୀବୀ ପୀତବାସ ପଣ୍ଡାଙ୍କ ମେରୁଦଣ୍ଡରୁ ବାହାରିଲା ୯ଏମଏମ୍ ଗୁଳି
ବ୍ରହ୍ମପୁର: ବ୍ରହ୍ମପୁରରେ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ହତ୍ୟା ଘଟଣା । ପୀତବାସଙ୍କ ମେରୁଦଣ୍ଡରୁ ବାହାରିଲା ୯ଏମଏମ୍ ଗୁଳି । ହତ୍ୟାକାଣ୍ଡକୁ ନେଇ ଖୋଳତାଡ ଜାରି ରଖିଛି ପୋଲିସ । ହତ୍ୟାକାଣ୍ଡ ପଛରେ ସାର୍ପ ସୁଟର ଥିବା ସନ୍ଦେହ କରାଯାଉଛି । ପୂର୍ବରୁ ଯୋଜନା ମୁତାବକ…