୧୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫଶିଲେ ଆକାଉଣ୍ଟାଣ୍ଟ
ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଜଳେଶ୍ୱରରେ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆକାଉଣ୍ଟାଣ୍ଟ । ମ୍ୟୁନିସିପାଲିଟିରେ ହୋଡିଂ ଓ ଲାଇଟ୍ ପୋଷ୍ଟ ବାବଦରେ ବିଲ୍ ପାସ କରିବାକୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଆକାଉଣ୍ଟାଣ୍ଟ ବ୍ରଜଗୋପାଳ ଘୋଷ ମହାପାତ୍ର ।
୬ ଜଣିଆ ଟିମ୍ ଚଢ଼ାଉ…