ଭୁବନେଶ୍ୱରରେ ମାଛ ମାର୍କେଟର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ଭୁବନେଶ୍ୱରରେ ମାଛ ମାର୍କେଟର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ମୋଦି।
କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଅଧ୍ୟକ୍ଷତାରେ ଦେଶର ସମସ୍ତ କୃଷିମନ୍ତ୍ରୀଙ୍କ ସହ ଏକ ବୈଠକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି।…