Nuapada Bypoll:ପ୍ରକାଶ ପାଇଲା ନୂଆପଡ଼ା ବିଧାନସଭାର ଚୂଡ଼ାନ୍ତ ଭୋଟର ତାଲିକା
ନୂଆପଡ଼ା: ନୂଆପଡ଼ା ବିଧାନସଭାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କଲେ ଜିଲ୍ଲାପାଳ । ଆସନ୍ତା ନଭେମ୍ବର ୧୧ ତାରିଖରେ ହେବ ନୂଆପଡ଼ା ଉପ ନିର୍ବାଚନ । ସବୁ ରାଜନୈତିକ ଦଳ ଉପସ୍ଥିତିରେ ନୂଆପଡ଼ା ବିଧାନସଭାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି ।
ସାମ୍ବାଦିକ ସମ୍ମିଳନୀରେ ସୂଚନା…