କିମ୍ସରେ ୨.୭ ବର୍ଷ ଶିଶୁର ବିରଳ ଅସ୍ତ୍ରୋପଚାର
ଭୁବନେଶ୍ୱର: କିମ୍ସର ୭ଟି ବିଭାଗର ୧୫ଜଣ ଡାକ୍ତର ଓ ବିଶେଷଜ୍ଞଙ୍କ ଅକ୍ଳାନ୍ତ ପରିଶ୍ରମ ଫଳରେ ନୂଆ ଜୀବନ ପାଇଛି ଜଣେ ୨ ବର୍ଷ ୭ ମାସ ବୟସର ଶିଶୁ କନ୍ୟା। ପ୍ରଥମ ଥର ପାଇଁ ଓଡ଼ିଶାର କିମ୍ସରେ ଏଭଳି ଏକ ଜଟିଳ ଯକୃତ ଅସ୍ତ୍ରୋପଚାର ଉଦାହରଣ ସୃଷ୍ଟି କରିଛି।
ଶିଶୁର ଯକୃତରେ…