୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ;ଭବିଷ୍ୟତର କାର୍ଯ୍ୟପନ୍ଥା…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି। ତେବେ ଏହି ୨ ଦିନର ରହଣି ମଧ୍ୟରେ ସେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସାଂଗଠନିକ ଦିଗକୁ ନେଇ ବରିଷ୍ଠ ନେତାଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ ବୋଲି ଜଣାପଡ଼ିଛି।…