ଆସୁଛି ଆଉ ଏକ ଲଘୁଚାପ ! ଆସନ୍ତା ୯ ତାରିଖ ବେଳକୁ…
ଭୁବନେଶ୍ବର: ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସମ୍ଭାବନା ରହିଛି । ଆସନ୍ତା ୯ରୁ ୧୫ ତାରିଖ ଯାଏ ପୂର୍ବ ଭାରତରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଏଥିରେ ଆକଳନ କରାଯାଇଛି। ଏପଟେ ଆଭ୍ୟନ୍ତରୀଣ ଓଡ଼ିଶାରେ ଥିବା ଅବପାତ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି ।…