ଶହୀଦ ବାଜି ରାଉତଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ; ୧୨୦ କୋଟିରେ ହେବ ବାଜି ରାଉତ ସ୍ପୋର୍ଟସ କମ୍ପ୍ଲେକ୍ସ
ଢେଙ୍କାନାଳ: ଭାରତର ଗୌରବ, ଓଡ଼ିଶାର ଗର୍ବ ସହିଦ ବାଜି ରାଉତଙ୍କ ସାହସ ଓ ତ୍ୟାଗ ଓଡ଼ିଆ ଜାତିର ବୀରତ୍ବ ବଖାଣେ । ମାତ୍ର ୧୨ବର୍ଷ ବୟସରେ ସେ ବ୍ରିଟିଶ ଗୁଳି ଆଗରେ ଛାତି ପତେଇଦେଇଥିଲେ । ବାଜି ରାଉତଙ୍କ ସାହସ ଯୁବଗର୍ବଙ୍କ ଆଦର୍ଶ । ସମୃଦ୍ଧ ଓଡ଼ିଶା, ବିକଶିତ ଭାରତ ଗଠନରେ ବାଜି ରାଉତଙ୍କ ପଥ…