Latest Odisha News

BREAKING NEWS

Yearly Archives

2025

ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ; ବିଦେଶ ଗସ୍ତରେ ଯିବେ ବାଚସ୍ପତି

ଭୁବନେଶ୍ୱର: ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବା ପାଇଁ ଅକ୍ଟୋବର ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ବିଦେଶ ଗସ୍ତରେ ଯିବେ ବାଚସ୍ପତି ସୁରମା ପାଢ଼ୀ। ଏ ସଂପର୍କରେ ସୂଚନା ଦେଇ ବାଚସ୍ପତି କହିଛନ୍ତି ଯେ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘରେ ୫୬ଟି…

ଶେଷ ହେଲା ଭାରତର ସଫଳ ଅଧିନାୟକଙ୍କ ଯୁଗ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟରେ ଏବେ ନୂଆ ଯୁଗ ଆରମ୍ଭ ହେବାକୁ ଯାଉଛି । ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ ପାଇଁ ଶୁଭମନ ଗିଲଙ୍କ ନେତୃତ୍ୱରେ ଭାରତୀୟ ଦଳର ଘୋଷଣା କରାଯାଇଛି । ଏଥିସହ ଦିନିକିଆ କ୍ରିକେଟରେ ଟିମ ଇଣ୍ଡିଆର ସଫଳ ଅଧିନାୟକଙ୍କ ରାଜୁତି ଶେଷ ହୋଇଛି । ରୋହିତ ୫୬ ମ୍ୟାଚରେ…

ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନରେ ଓଡ଼ିଶା ଜାତୀୟ ସ୍ତରରେ ଅଗ୍ରଣୀ; ୭୧ହଜାରରୁ ଅଧିକ…

ଭୁବନେଶ୍ୱର:ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ (SNSPA)ରେ ଓଡ଼ିଶା ଜାତୀୟ ସ୍ତରରେ ଅଗ୍ରଣୀ ସ୍ଥାନ ପାଇ ବହୁବିଧ ସ୍ୱାସ୍ଥ୍ୟ କ୍ଷେତ୍ରରେ ପ୍ରଶଂସନୀୟ ପ୍ରସାର ଏବଂ ପ୍ରଭାବୀ ପ୍ରଦର୍ଶନ କରିଛି । ମହିଳାଙ୍କ ସ୍ୱାସ୍ଥ୍ୟ ମାଧ୍ୟମରେ ପରିବାରକୁ ସଶକ୍ତ କରିବା ଲକ୍ଷ୍ୟରେ ଏହି ଅଭିଯାନ,…

ବନ୍ୟା ସ୍ଥିତି ରାଜ୍ୟରେ ନାହିଁ; ବଂଶଧାରା ବିପଦ ସଙ୍କେତ ତଳେ ପ୍ରବାହିତ

ଭୁବନେଶ୍ବର: ରାଜ୍ୟରେ ବନ୍ୟା ସ୍ଥିତି ନଥିବା ନେଇ ସର୍ବୋଚ୍ଚ ଯନ୍ତ୍ରୀଙ୍କ ସୂଚନା ଦେଇଛନ୍ତି । ବଂଶଧାରା ବର୍ତ୍ତମାନ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି । ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ର ଶେଖର ପାଢ଼ୀ ସୂଚନା ଦେଇଛନ୍ତି ଯେ, ଗତକାଲି ଖୋର୍ଦ୍ଧା ଓ ବାଲିଆପାଳରେ ବ୍ଲକରେ…

ଭୂସ୍ଖଳନ ମୁକାବିଲା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର: ନିକଟରେ ଗଜପତି ଜିଲ୍ଲାରେ ଘଟିଥିବା ଭୂସ୍ଖଳନ ପରେ ଜୀବନହାନି ରୋକିବା ପାଇଁ ଓଡ଼ିଶା ସରକାର ଏକ ବ୍ୟାପକ ଯୋଜନା ପ୍ରସ୍ତୁତ କରିଥିବା ନେଇ ଶନିବାର ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ତେବେ ରାଜ୍ୟର ପାହାଡ଼ି ଅଞ୍ଚଳରେ ଭୂସ୍ଖଳନ…

ଲୋକପ୍ରିୟ କଣ୍ଠଶିଳ୍ପୀ ଜୁବୀନ୍ ଗର୍ଗଙ୍କୁ ଦିଆଯାଇଥିଲା କି ବିଷ; କାହିଁକି ଏମିତି କହିଲେ ବ୍ୟାଣ୍ଡମେଟ୍…

ନୂଆଦିଲ୍ଲୀ: ପ୍ରସିଦ୍ଧ ଗାୟକ ଜୁବୀନ ଗର୍ଗଙ୍କ ମୃତ୍ୟୁ ମାମଲା ଏକ ନୂଆ ମୋଡ଼ ନେଇଛି। ଜୁବୀନ୍‌ଙ୍କ ମ୍ୟାନେଜର ସିଦ୍ଧାର୍ଥ ଶର୍ମା ଏବଂ ମହୋତ୍ସବ ଆୟୋଜକ ଶ୍ୟାମକାନୁ ମହନ୍ତ ତାଙ୍କୁ ବିଷ ଦେଇ ହତ୍ୟା କରିବା ସହ ଏହାକୁ ଏକ ଦୁର୍ଘଟଣା ବୋଲି ଦର୍ଶାଇବାକୁ ଷଡ଼ଯନ୍ତ୍ର କରିଥିଲେ ବୋଲି ତାଙ୍କ…

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ

ଭୁବନେଶ୍ବର: ପୁଣି ଭୁବନେଶ୍ବର ବିମାନବନ୍ଦରରୁ ମାରିଜୁଆନ ଜବତ ହୋଇଛି । ଲଗେଜ ବ୍ୟାଗ୍‌ରୁ ଚେକିଂ ବେଳେ ୩.୨ କିଲୋ ମାରିଜୁଆନା ମିଳିଛି । ଯାହାର ଆନୁମାନିକ ମୂଲ୍ୟ ୩ କୋଟି ଟଙ୍କାରୁ ଅଧିକ ହେବ ବୋଲି କୁହାଯାଉଛି । ଏହି ମାମଲାରେ କଷ୍ଟମ ବିଭାଗ ଭୁବନେଶ୍ୱର ବିମାନବନ୍ଦରରୁ ଜଣକୁ ଉଠାଇ ନେଇ…

ପୋଲିସ ଏସ୍ଆଇ ନିଯୁକ୍ତିରେ କେଳେଙ୍କାରୀ ପ୍ରସଙ୍ଗ; ସୋମବାର ବିଜେଡିର ପ୍ରତିବାଦ ଶୋଭାଯାତ୍ରା

ଭୁବନେଶ୍ୱର: ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ଘଟଣା । ରାଜ୍ୟ ସରକାରଙ୍କର ପ୍ରଚ୍ଛନ୍ନ ହାତ ରହିଛି ବୋଲି ଅଭିଯୋଗ କରି ସିବିଆଇ ତଦନ୍ତ ଦାବିରେ ଆନ୍ଦୋଳନକୁ ଓହ୍ଲାଇବ ବୋଲି ବିଜୁ ଜନତା ଦଳ ଘୋଷଣା କରିଛି । ପୋଲିସ ବିଭାଗରେ ଏହି ଦୁର୍ନୀତି ହୋଇଥିବା ବେଳେ ପୋଲିସ ବିଭାଗର ଏକ ଅଂଶ…

ଏସଆଇ ଚାକିରି ମହାଘୋଟାଲା; ଆଉ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ଵର: ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଦ୍ୱାରା ପରିଚାଳିତ ଏସଆଇ ନିଯୁକ୍ତି ପରୀକ୍ଷା ଘୋଟାଲା ମାମଲାରେ ଆଉ ଜଣେ ଗିରଫ । ପୂର୍ବରୁ ଏହି ମାମଲାରେ ୧୧୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବାବେଳେ, ଏବେ ପୁଣି ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଟିମ୍ । ଗିରଫ ଅଭିଯୁକ୍ତ ଜଣକ…

ପ୍ରାକୃତିକ ବିପର୍ଯ୍ୟୟ ପାଇଁ ହେବ ୨୦୦ କୋଟିର ଡିଜାଷ୍ଟର ରେସ୍ପନ୍ସ ହବ୍

ଭୁବନେଶ୍ୱର: ପ୍ରାକୃତିକ ବିପର୍ଯ୍ୟୟ ଭଳି ପରିସ୍ଥିତିର କଡା ମୁକାବିଲା କରିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ଡିଜାଷ୍ଟର ରେସ୍ପନ୍ସ ହବ୍ ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ତେବେ ରାଜଧାନୀରେ ୨୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା…