ମାଆଙ୍କ ମେଲାଣି ପାଇଁ ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା, ଜାଣନ୍ତୁ କେଉଁ ରାସ୍ତାରେ ଚାଲିବନି ଯାନବାହନ
ଭୁବନେଶ୍ୱର: ସରିଲା ପୂଜା, ଆଜି ମେଲାଣି ନେବେ ମା’ ଦୁର୍ଗା। ପୁଣି ଆସନ୍ତା ବର୍ଷାକୁ ଅପେକ୍ଷା। ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ବେଶ୍ ଧୂମଧାମରେ ବିଦାୟ ନେବେ ମା’ଦୁର୍ଗା । ଭସାଣ ଉତ୍ସବକୁ ଖାସ କରିବା ପାଇଁ ସମସ୍ତ ପୂଜା କମିଟିମାନେ ଭରପୁର ଆୟୋଜନ କରିଛନ୍ତି । ପାରମ୍ପାରିକ ବାଦ୍ୟ ଓ…