Russia Warn US: ରୁଷ ପାଇଁ ବିପଦ ଟୋମାହକ୍!
ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆମେରିକାକୁ ଚେତାବନୀ ଦେଇଛନ୍ତି ଯେ ୟୁକ୍ରେନକୁ ଏହାର ଦୀର୍ଘ ଦୂରଗାମୀ ଟୋମାହକ୍ କ୍ଷେପଣାସ୍ତ୍ର ଦେବା ଦ୍ୱାରା ମସ୍କୋ ଏବଂ ୱାଶିଂଟନ ମଧ୍ୟରେ ସମ୍ପର୍କ ଗୁରୁତର ଭାବରେ କ୍ଷତିଗ୍ରସ୍ତ ହେବ। ଟୋମାହକ୍ କ୍ରୁଜ୍ କ୍ଷେପଣାସ୍ତ୍ର ୟେମେନରେ…