Weather Update: ବଙ୍ଗୋପସାଗରରେ ଗଭୀର ଅବପାତ: ୩ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ। ଉତ୍ତର ଉତ୍ତରପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି। ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ। ପୁରୀ ଠାରୁ ୩ ଶହ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହେଉଛି ଅବପାତ। ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷୀଣ ପୂର୍ବରେ…