ଅକ୍ଟୋବର ୩ରେ ଗୋପାଳପୁର ଓ ପାରାଦୀପ ଦେଇ ଗତି କରିବ ଗଭୀର ଅବପାତ
ଭୁବନେଶ୍ବର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଆଡୁ ଏକ ଲଘୁଚାପ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଡିପ୍ରେସନରେ ପରିଣତ ହେଉଥିବା ନେଇ ଭାରତୀୟ ପାଣିପାଗ ବିଭାଗ ବୁଧବାର ସନ୍ଧ୍ୟାରେ ସୂଚନା ଦେଇଛି। ଏହା ଦିନ ୧୧.୩୦ସମୟରେ ବିଶାଖାପାଟଣା (ଆନ୍ଧ୍ରପ୍ରଦେଶ) ରୁ ପ୍ରାୟ ୪୦୦ କିଲୋମିଟର…