ପୋଲିସ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆଙ୍କ ମା’ଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ଶୋକ…
ଭୁବନେଶ୍ୱର: ପୋଲିସ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆଙ୍କ ମା'ଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ। ଏକ ଶୋକ ବାର୍ତ୍ତାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, "ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ ବି ଖୁରାନିଆଙ୍କ ମାଆ କମଲେଶ…