Ganja Dealer Arrested: ଭୁବନେଶ୍ୱର ରେଳ ଷ୍ଟେସନରୁ ଗଞ୍ଜେଇ ବେପାରୀ ଗିରଫ, ଟୁରିଷ୍ଟ ବେଶରେ କରୁଥିଲେ ବେପାର
ଭୁବନେଶ୍ୱର: ପର୍ଯ୍ୟଟକଙ୍କ ବେଶରେ କରୁଛନ୍ତି ନିଶା ବେପାର। ନିଜକୁ ଟୁରିଷ୍ଟ ପରିଚୟ ଦେଇ ଚାଲିଛି ବେପାର। ଭୁବନେଶ୍ୱର ରେଳ ଷ୍ଟେସନରୁ ଧରାପଡ଼ିଲା ଏହି ଛଦ୍ମବେଶରେ ଥିବା ବିହାରର ଯୁବକ। ଟ୍ରଲି ବ୍ୟାଗ ଭିତରେ ଗଞ୍ଜେଇ ନେବା ବେଳେ ଧରିଲା RPF।
ଏହାର ଓଜନ ପ୍ରାୟ ୩୦ କେଜି ହେବ। ଦୁଇଟି…