ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷିତ
ନୂଆଦିଲ୍ଲୀ: ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳର ଘୋଷଣା ହୋଇଛି । ଶୁଭମନ ଗିଲ ପ୍ରଥମ ଥର ପାଇଁ ଘରୋଇ ସିରିଜରେ ନେତୃତ୍ୱ ନେବେ । ରିଷଭ ପନ୍ତ ଆଘାତ ସମସ୍ୟା ଯୋଗୁ ଓହରି ଯାଇଥିବାରୁ ରବୀନ୍ଦ୍ର ଜାଡେଜା ଉପ ଅଧିନାୟକ ନିଯୁକ୍ତ କରାଯାଇଛି । ଦେବଦତ ପାଡିକଲ ଓ ଅକ୍ଷର…