Latest Odisha News
Yearly Archives

2025

ସୂର୍ଯ୍ୟକୁମାର କହିଲେ ମୋବାଇଲ ବନ୍ଦ କର, ଆଉ ଶୋଇ ଯାଅ

ନୂଆଦିଲ୍ଲୀ: ଏସିଆ କପ ୨୦୨୫ରେ ଭାରତ ଓ ପାକିସ୍ତାନ ସେପ୍ଟମ୍ବର ୨୧ରେ ପୂନର୍ବାର ସାମ୍ନା ସାମ୍ନି ହେବେ । ଲିଗ ପର୍ଯ୍ୟାୟରେ ଭାରତ ଶୋଚନୀୟ ଭାବେ ପାକିସ୍ତାନକୁ ପରାସ୍ତ କରିଥିଲା । ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଯେତେବେଳେ ପଚରାଗଲା ପାକିସ୍ତାନ ବିପକ୍ଷ ମ୍ୟାଚର ଚାପକୁ କିଭଳି ସାମ୍ନା…

ଆଉ ୨ ଦିନ ପରେ ପୂରା ହ୍ରାସ ପାଇଯିବ ଏସବୁ ସାମଗ୍ରୀର ଦାମ ! ଜାଣିରଖନ୍ତୁ….

ନୂଆଦିଲ୍ଲୀ: କେନ୍ଦ୍ର ସରକାର ସେପ୍ଟେମ୍ବର ୨୨, ୨୦୨୫ରୁ ଏକ ନୂଆ ଜିଏସଟି (ଗୁଡ଼ସ୍ ଆଣ୍ଡ ସର୍ଭିସ ଟ୍ୟାକ୍ସ) ସଂସ୍କାର କାର୍ଯ୍ୟକାରୀ କରୁଛନ୍ତି, ଯାହା ସାଧାରଣ ଲୋକଙ୍କ ପାଇଁ ବଡ଼ ଆଶ୍ୱସ୍ଥି ଆଣିବ। ଏହି ସଂସ୍କାର ଅନୁଯାୟୀ, ଅନେକ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ମୂଲ୍ୟ ହ୍ରାସ ପାଇବ ଏବଂ…

କୋହଲିଙ୍କ ରେକର୍ଡ ଭାଙ୍ଗିଲେ ସ୍ମୃତି ମାନ୍ଧନା

ନୂଆଦିଲ୍ଲୀ: ଭାରତୀୟ ମହିଳା ଟିମର ଅଧିନାୟକ ସ୍ମୃତି ମାନ୍ଧନା ଦିିନିକିଆ କ୍ରିକେଟରେ ଇତିହାସ ରଚିଛନ୍ତି । ସେ ଭାରତ ପକ୍ଷରୁ ଦ୍ରୁତ ଶତକ ହାସଲ କରିବା ଗୌରବ ଅର୍ଜନ କରିଛନ୍ତି । ସେ ଅଷ୍ଟ୍ରେଲିଆ ବିପକ୍ଷ ମୁକାବିଲାରେ ମାତ୍ର ୫୦ ବଲରେ ଶତକ ହାସଲ କରି ବିରାଟ କୋହଲିଙ୍କ ନାମରେ ଥିବା ରେକର୍ଡକୁ…

Dadasaheb Phalke Award: ଅଭିନେତା ମୋହନଲାଲଙ୍କୁ ମିଳିବ ଦାଦାସାହେବ ଫାଲ୍‌କେ ପୁରସ୍କାର; ଏହି ଦିନ କରାଯିବ…

ନୂଆଦିଲ୍ଲୀ: ଭାରତୀୟ ସିନେମାରେ ଅମୂଲ୍ୟ ଅବଦାନ ପାଇଁ ମାଲାୟାଲମ୍ ସୁପରଷ୍ଟାର ମୋହନଲାଲଙ୍କୁ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯିବ। ଏହି ପୁରସ୍କାର ସେପ୍ଟେମ୍ବର ୨୩ ତାରିଖରେ ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ପ୍ରଦାନ କରାଯିବ। ୨୦୨୩ ବର୍ଷ ପାଇଁ ମୋହନଲାଲଙ୍କୁ…

ସୁଭଦ୍ରା ୩ୟ କିସ୍ତିରୁ ବାଦ୍‍ ପଡିଛନ୍ତି ୩ ଲକ୍ଷ ୯୯ହଜାରରୁ ଉର୍ଦ୍ଧ୍ବ ହିତାଧିକାରୀ: ମନ୍ତ୍ରୀ

ଭୁବନେଶ୍ବର: ସୁଭଦ୍ରାର ୩ୟ କିସ୍ତିରୁ ବାଦ ପଡିଛନ୍ତି ୩ଲକ୍ଷ ୯୯ହଜାର ୩୫୨ଜଣ ହିତାଧିକାରୀ । ୨ୟ କିସ୍ତିରୁ ୧ଲକ୍ଷ ୮୩ହଜାର ୭୮୫ଜଣ ବାଦ ପଡିଥିବା ବେଳେ ସୁଭଦ୍ରାର ପ୍ରଥମ କିସ୍ତିରେ ୧କୋଟି ୮୦ହଜାର ୯୨ଜଣ ପାଇଛନ୍ତି । ୨ୟ କିସ୍ତିରେ ୧କୋଟି ୯୬ହଜାର ୩୦୭ ଜଣ ପାଇଛନ୍ତି । ୩ୟ କିସ୍ତି ପାଇଛନ୍ତି…

ଗାୟକ ଜୁବୀନ ଗର୍ଗଙ୍କ ଦେହାନ୍ତ; ରାଜ୍ୟରେ ୩ ଦିନିଆ ଶୋକ ଘୋଷଣା

ନୂଆଦିଲ୍ଲୀ: ଗାୟକ ଜୁବୀନ ଗର୍ଗ ସିଙ୍ଗାପୁରରେ ସ୍କୁବା ଡାଇଭିଂ କରୁଥିବା ସମୟରେ ମୃତ୍ୟୁବରଣ କରିଥିବା ନେଇ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ସେ ସିଙ୍ଗାପୁର ନର୍ଥ ଇଷ୍ଟ ଫେଷ୍ଟିଭାଲରେ ଏକ ସୋ କରିବାକୁ ଯାଇଥିଲେ ଯାହାକି ୨୦ ସେପ୍ଟେମ୍ବରରେ ଅନୁଷ୍ଠିତ ହେବାକୁ ଥିଲା। ସୋସିଆଲ୍ ମିଡିଆରେ…

IND vs PAK: ପାକିସ୍ତାନର ସରୁନି ଡ୍ରାମା; ଭାରତ ସହ ମ୍ୟାଚ୍ ପୂର୍ବରୁ ସାମ୍ବାଦିକ ସମ୍ମିଳନୀରୁ ଦୂରେଇ ରହିଲା ପାକ୍

ନୂଆଦିଲ୍ଲୀ: ଭାରତ ହାତ ନ ମିଳାଇବା ଘଟଣା ପରଠୁ ପାକିସ୍ତାନ ଖେଳାଳିଙ୍କ ସରୁନି ଡ୍ରାମା । ସଂଯୁକ୍ତ ଆରବ ଏମିରେଟ୍ସ (UAE) ବିପକ୍ଷରେ ଲିଗ୍ ମ୍ୟାଚ୍ ପୂର୍ବରୁ ପାକିସ୍ତାନ ଏକ ସାମ୍ବାଦିକ ସମ୍ମିଳନୀ ବାତିଲ କରିଥିଲା, ଏବେ ଭାରତ ବିପକ୍ଷରେ ସୁପର ଫୋର୍ ମ୍ୟାଚ୍ ପୂର୍ବରୁ ସମାନ ଆଚରଣ…

E-Passport: ଭାରତରେ ଇ-ପାସପୋର୍ଟ ସେବା ଆରମ୍ଭ…ଜାଣନ୍ତୁ ଯୋଗ୍ୟତା, ଆବେଦନ ପ୍ରକ୍ରିୟା

ନୂଆଦିଲ୍ଲୀ:ଭାରତ ଆନୁଷ୍ଠାନିକ ଭାବରେ ଇ-ପାସପୋର୍ଟ ସେବା ଆରମ୍ଭ କରିଛି । ଭାରତ ଏବେ ଇ-ପାସପୋର୍ଟ ପ୍ରଦାନ କରୁଛି। ଏହା ପାସପୋର୍ଟର ଏକ ନୂତନ ଏବଂ ଉନ୍ନତ ସଂସ୍କରଣ, ଯାହାକୁ ଲୋକମାନେ ସାରା ଦେଶରେ ଆବେଦନ କରିପାରିବେ। ବୈଦେଶିକ ମନ୍ତ୍ରଣାଳୟ ଦ୍ୱାରା ପାଇଲଟ୍ ପ୍ରୋଜେକ୍ଟ ଭାବରେ ୧ ଏପ୍ରିଲ୍…

ଯାତ୍ରୀଙ୍କ ପାଇଁ ଖୁସି ଖବର; ‘ରେଳ ନୀର’ ବୋତଲର ଦାମ କମାଇଲା ରେଳବାଇ

ନୂଆଦିଲ୍ଲୀ: ରେଳ ମନ୍ତ୍ରଣାଳୟ ରେଳ ଷ୍ଟେସନ ଏବଂ ଟ୍ରେନରେ ଉପଲବ୍ଧ ପ୍ୟାକେଜ୍ ପାଣିର ମୂଲ୍ୟ ହ୍ରାସ କରିଛି। ଏହି ନୂତନ ମୂଲ୍ୟ ୨୨ ସେପ୍ଟେମ୍ବର ଠାରୁ ଲାଗୁ ହେବାକୁ ଯାଉଛି। ବର୍ତ୍ତମାନ୍ 'ରେଳ ନୀର'ର ୧ ଲିଟର ବୋତଲ ପାଣିର ମୂଲ୍ୟ ୧୫ ଟଙ୍କାରୁ ହ୍ରାସ ପାଇ ୧୪ ଟଙ୍କା ହୋଇଥିବା ବେଳେ ୫୦୦…

ସାର ପ୍ରସଙ୍ଗରେ ବିରୋଧିଙ୍କ ହଟ୍ଟଗୋଳ; ସୋମବାର ଯାଏଁ ଗୃହ ମୁଲତବୀ

ଭୁବନେଶ୍ବର: ଆଜି ବି ଚାଲିପାରୁନି ଗୃହକାର୍ଯ୍ୟ । ତୃତୀୟ ଦିନରେ ଗୃହ ଆରମ୍ଭରୁ ଚାଲିପାରି ନାହିଁ । ସୋମବାର ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି ସୁରମା ପାଢ଼ୀ । ସାର ପ୍ରସଙ୍ଗରେ ବିଜେଡି ବିଧାୟକ ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ । ଯାହା ଫଳରେ ଗୃହକୁ ମୁଲତବୀ ରଖିଲେ…