Assembly Monsoon Session: ବିଧାନସଭା ମୌସୁମୀ ଅଧିବେଶନ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜି
ଭୁବନେଶ୍ୱର: ଆସନ୍ତାକାଲିଠାରୁ ପୁଣି ଆରମ୍ଭ ହେବ ବିଧାନସଭା ଅଧିବେଶନ। ମୌସୁମୀ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଅଧିବେଶନ ୨୫ ତାରିଖ ଯାଏ ଚାଲିବ। ବିଧାନସଭାରେ ୭ଟି କାର୍ଯ୍ୟ ଦିବସ ରହିଛି। ଆସନ୍ତାକାଲିଠାରୁ ୧୭ତମ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି…