Latest Odisha News

BREAKING NEWS

Yearly Archives

2025

ଦେଶର ଶକ୍ତି ସନ୍ତୁଳନ ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରମାଣିତ ହେବ ଶରାବତୀ ପମ୍ପଡ୍ ଷ୍ଟୋରେଜ୍ ପ୍ରକଳ୍ପ

ବେଙ୍ଗାଲୁରୁ: କର୍ଣ୍ଣାଟକରେ ଶରାବତୀ ପମ୍ପଡ୍ ଷ୍ଟୋରେଜ୍ ପ୍ରୋଜେକ୍ଟ (PSP) ଉପରେ ଜନଶୁଣାଣି ୧୬ ଏବଂ ୧୮ ସେପ୍ଟେମ୍ବରରେ ପ୍ରସ୍ତାବିତ ହୋଇଛି । କୁହାଯାଉଛି ଯେ ଏହି ପ୍ରୋଜେକ୍ଟ ଦେଶ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ ପ୍ରମାଣିତ ହେବ । ବିଶ୍ୱାସ କରାଯାଉଛି ଯେ ଏହି ପ୍ରୋଜେକ୍ଟ ଭାରତର ସ୍ୱଚ୍ଛ…

Naxalite Surrender: ଭାଙ୍ଗୁଛି ମାଓଗଡ଼, ଜଣେ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆପଡ଼ା: ଭାଙ୍ଗୁଛି ମାଓଗଡ଼। ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଚାହୁଁଛନ୍ତି ମାଓବାଦୀ। ଏହି ଧାରାରେ ଆଜି ପୁଣି ଜଣେ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମହିଳା ମାଓବାଦୀ ବଛେଲା ଅଟାମି ଓରଫ୍ ଜାନସୀ ଆତ୍ମସମର୍ପଣ କରିଛନ୍ତି। ଗରିଆବନ୍ଧ ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କଲେ ଜାନସୀ।…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ୧୫ ମାସରେ ଦିଆଯାଇଛି ୧ ଲକ୍ଷ ୭ ହଜାର ୯୨୬ ନିଯୁକ୍ତି

ଭୁବନେଶ୍ୱର: ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ସୂଚନା। ୧୫ ମାସରେ ୧ ଲକ୍ଷ ୭ ହଜାର ୯୨୬ ନିଯୁକ୍ତି ଦିଆଯାଇଛି କହିଲେ ମୁଖ୍ୟମନ୍ତ୍ରୀ। ସରକାରୀ ପଦବୀରେ ୩୦ ହଜାର ଏବଂ ଘରୋଇ କ୍ଷେତ୍ରରେ ୭୭ ହଜାର ନିଯୁକ୍ତି ଦିଆଯାଇଛି। ସୂଚନା ଥାଉକି, ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ୫୨ ହଜାରରୁ ଅଧିକ ଯୁବ-ଯୁବତୀ ପାଇବେ ନିଯୁକ୍ତି

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓୟୁଏଟି ସ୍ଥିତ କନ୍ଭେନସନ ସେଣ୍ଟର ଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ଟି ଜିଲ୍ଲାରେ ସମୁଦାୟ ୨୭ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ୨୭ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବାପାଇଁ ସମୁଦାୟ ୨୫ ହଜାର କୋଟି…

ଆସନ୍ତାକାଲିଠୁ ଅନର୍ଦ୍ଧିଷ୍ଟ କାଳ ଯାଏଁ ଝାଡୁ ବନ୍ଦ ଆନ୍ଦୋଳନ କରିବ ସଫେଇ ସଂଘ

ଭୁବନେଶ୍ୱର: ଦରମା ବୃଦ୍ଧି ଓ ବୋନସ ଦାବିରେ ଝାଡୁ଼ ବନ୍ଦ ଆନ୍ଦୋଳନ କରିବ ରାଜଧାନୀର ସଫେଇ ମଜଦୁର ସଂଘ । ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାରଠାରୁ ଅନର୍ଦ୍ଧିଷ୍ଟ କାଳ ଯାଏ ଝାଡୁ଼ ବନ୍ଦ ଆନ୍ଦୋଳନ ଚାଲିବ । ପ୍ରାୟ ୫ ହଜାର ସଫେଇ କର୍ମଚାରୀ ଏହି ନିଷ୍ପତ୍ତି ନେଇଛନ୍ତି । ଧାରଣାରେ ବସିବେ ସଫେଇ…

Habisha Brata: ୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ

ପୁରୀ: ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ ହେବ। ମାସେ ଧରି ବ୍ରତ ପାଳନ କରିବେ ହବିଷ୍ଯାଳୀ। ଚଳିତ ବର୍ଷ ପୁରୀରେ ହବିଷ୍ୟାଳୀଙ୍କ ପାଇଁ ଆରମ୍ଭ ହୋଇଛି ପଞ୍ଜିକରଣ ପକ୍ରିୟା। ଆସନ୍ତା ୧୯ତାରିଖ ପୂର୍ବାହ୍ନ ୧୦ ଠାରୁ ଧାର୍ଯ୍ୟ ଲକ୍ଷ ପୂରଣ ହେବା ପର୍ଯ୍ୟନ୍ତ ଅନଲାଇନରେ ନିଜର ନାଁ ପଞ୍ଜିକରଣ କରିବା…

ସୁଭଦ୍ରା ପାଇଁ ଆଉ ଏକ ଖୁସି ଖବର, ଏଣିକି ଅଭିଯୋଗ କଲେ ତୁରନ୍ତ ସମସ୍ୟାର ହେବ ସମାଧାନ

ଭୁବନେଶ୍ୱର: ସୁଭଦ୍ରା ଯୋଜନାରେ ଆସିଲା ଖୁସି ଖବର । ଅଭିଯୋଗ କଲେ ଏଣିକି ତୁରନ୍ତ ସମସ୍ୟାର ସମାଧାନ ହେବ । ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ୮୫ ହଜାର ହିତାଧିକାରୀ ଏଥିରୁ ବାଦ ପଡିଛନ୍ତି । ଆସନ୍ତା ଅକ୍ଟୋବର ୧୭ ତାରିଖ ମଧ୍ୟରେ ସୁଭଦ୍ରା ଯୋଜନାର ବର୍ଷ ପୂରଣ ହେବ । ଆଉ ଏହି ବର୍ଷ ପୂର୍ତ୍ତି…

୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ

ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲାର ଏକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ସହକାରୀ ଶିକ୍ଷୟିତ୍ରୀ ୩୧ ଜଣ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି। ଶୁକ୍ରବାର ବେତନଟି ବ୍ଲକର ପ୍ରତିମାଦେଇପୁର କ୍ଲଷ୍ଟର ଅନ୍ତର୍ଗତ ଖଣ୍ଡାଦେଉଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ…

ନୋ ହ୍ୟାଣ୍ଡସେକ ବିବାଦ: କଣ ରହିଛି ଆଇସିସି ନିୟମ

ଦୁବାଇ: ଚଳିତ ଏସିଆ କପ କ୍ରିକେଟରେ ଭାରତ ରବିବାର ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷରେ ସହଜ ବିଜୟ ହାସଲ କରିଛି । ତେବେ ଏହି ମ୍ୟାଚ ଏକ ନୂଆ ବିବାଦର ସୂତ୍ରପାତ କରିଛି । ଟସ ଏବଂ ମ୍ୟାଚ ଶେଷ ହେବା ପରେ ଭାରତୀୟ ଖେଳାଳିମାନେ ପାକିସ୍ତାନ ପ୍ଲେୟର୍ସଙ୍କ ସହ ହାତ ମିଳାଇ ନ ଥିଲେ…

ଛାତ୍ରୀନିବାସରେ ଡାଇରିଆ ଆତଙ୍କ, ୧୩ ଛାତ୍ରୀ ଆକ୍ରାନ୍ତ

କୋରାପୁଟ: କୋରାପୁଟ ଜିଲ୍ଲା ଜୟପୁରର ଏକ ଛାତ୍ରୀନିବାସରେ ଡାଇରିଆ ଆତଙ୍କ। ଏଠାରେ ହଠାତ୍ ୧୩ ଜଣ ଛାତ୍ରୀ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଆକ୍ରାନ୍ତ ଛାତ୍ରୀମାନେ କୁନ୍ଦୁରା ବ୍ଳକ ଭେଜାହାଣ୍ଡି ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଥିବା…