ପ୍ରଥମ କିଟ୍ ଇଣ୍ଟରନ୍ୟାସନାଲ ମୁଟ୍ କୋର୍ଟ ପ୍ରତିଯୋଗିତା ଉଦଯାପିତ
ଭୁବନେଶ୍ୱର: ପ୍ରଥମ କିଟ୍ ଇଣ୍ଟରନ୍ୟାସନାଲ ମୁଟ୍ କୋର୍ଟ ପ୍ରତିଯୋଗିତା ୨୦୨୫ ରବିବାର ଉଦଯାପିତ ହୋଇଯାଇଛି। ଏଥିରେ ନାଲସାର, ହାଇଦ୍ରାବାଦ ଦଳକୁ ବିଜୟୀ ଘୋଷଣା କରାଯିବା ସହ ୨ ଲକ୍ଷ ଟଙ୍କାର ନଗଦ ଆର୍ଥିକ ପୁରସ୍କାର ପ୍ରଦାନ କରଯାଇଥିଲା। ସେହିପରି ଶାସ୍ତ୍ରା ୟୁନିଭରସିଟି ପ୍ରଥମ ରନର୍ସ-ଅପ୍…