Latest Odisha News

BREAKING NEWS

Yearly Archives

2025

Patha Utsav 2026: ଫେରିବ ‘ପଥ ଉତ୍ସବ’, ଶୀତ ସକାଳେ ମଜା ନେବେ ରାଜଧାନୀ ବାସିନ୍ଦା

ଭୁବନେଶ୍ବର: ପଥୋତ୍ସବର ମଜା ନେବେ ରାଜଧାନୀ ବାସିନ୍ଦା । ବିଏମସି ପକ୍ଷରୁ ଆସନ୍ତା ୪ ତାରିଖ ସକାଳ ସାଢେ ୬ରୁ ମାଷ୍ଟରକ୍ୟାଣ୍ଟିନଠାରୁ ରାମ ମନ୍ଦିର ମଧ୍ୟରେ ୨0୨୬ର ପ୍ରଥମ ପଥ ଉତ୍ସବ ଆରମ୍ଭ ହେବ । ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ପଥୋତ୍ସବର ପ୍ରଥମରୁ…

India vs China: ଉଚିତ୍ ଜବାବ ଦେଇ ଚିନ୍ ର ମୁହଁ ବନ୍ଦ କଲା ଭାରତ

ମୁମ୍ବାଇ :- ଭାରତୀୟ ସିନେମାକୁ ନେଇ ଚିନ୍ ରେ ହଙ୍ଗାମା - ହିନ୍ଦୀ ଚଳଚ୍ଚିତ୍ର ‘ବ୍ୟାଟେଲ ଅଫ୍‌ ଗଲୱାନ’କୁ ଚିନ୍ ରେ ବିରୋଧ - ଚୀନ୍ ର ଏଭଳି ଚିନ୍ତାଧାରାକୁ ନିନ୍ଦା କଲା ଭାରତ  - ଉଚିତ୍ ଜବାବ ଦେଇ ଚିନ୍ ର ମୁହଁ ବନ୍ଦ କଲା ଭାରତ ସଲମାନ ଖାନ୍‌ଙ୍କ ଦ୍ବାରା ପ୍ରଯୋଜିତ ଏବଂ ଅଭିନୀତ…

ବିମାନ ବନ୍ଦରରୁ ୩.୯୩ କେଜି ହାଇଡ୍ରୋପୋନିକ୍‌ ଗଞ୍ଜେଇ ଜବତ

ଭୁବନେଶ୍ୱର: ଭୁବନେଶ୍ଵର ବିମାନବନ୍ଦରରୁ ୩.୯୩ କେଜି ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ ହୋଇଛି। ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ ୪ କୋଟି ଟଙ୍କା ହେବ। ବ୍ୟାଙ୍କକରୁ ଆସୁଥିବା ଯାତ୍ରୀଙ୍କ ନିକଟରୁ ୪ ପ୍ୟାକେଟ୍‌ ହାଇଡ୍ରୋପୋନିକ୍ ଗଞ୍ଜେଇ ମିଳିଛି। ବ୍ୟାଗ୍‌ର ଚକୋଲେଟ୍ ପ୍ୟାକେଟ୍ କାର୍ଡବୋର୍ଡରେ…

ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ। ଜଗା ସ୍ଥାନରେ ବଳିଆ ଓ ବଳିଆ ସ୍ଥାନରେ ଜଗାକୁ ନେଇ ଅସନ୍ତୋଷ ଦେଖିବାକୁ ମିଳିଛି। ଟେବୁଲ୍ କ୍ୟାଲେଣ୍ଡର, ଓ୍ୱାଲ୍ କ୍ୟାଲେଣ୍ଡର ଓ ଡାଏରୀରେ ସମାନ ଚିତ୍ର। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ କ୍ୟାଲେଣ୍ଡର ଛପା…

Chamoli train accident: ଟନେଲରେ ଦୁଇ ଟ୍ରେନ୍ ମଧ୍ୟରେ ଧକ୍କା; ୮୮ ଶ୍ରମିକ ଆହତ, ଓଡ଼ିଆ ଥିବା ସୂଚନା

ଡେରାଡୁନ: ଉତ୍ତରାଖଣ୍ଡର ଚମୋଲି ଜିଲ୍ଲାରେ ମଙ୍ଗଳବାର  ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ମଙ୍ଗଳବାର ରାତିରେ ଚମୋଲି ଜିଲ୍ଲାର ପିପଲକୋଟୀ(Pipalkoti tunnel)ରେ ନିର୍ମାଣାଧୀନ THDC ଜଳବିଦ୍ୟୁତ ପ୍ରକଳ୍ପର TBM (ଟନେଲ୍ ବୋରିଂ ମେସିନ୍) ସାଇଟ୍ ରେ ରାତି ସିଫ୍ଟ ପରିବର୍ତ୍ତନ ସମୟରେ ଏକ…

ମଣିପାଲ୍ ହସ୍ପିଟାଲ୍ ଭୁବନେଶ୍ୱର ଆରମ୍ଭ କଲା ‘MAHI’, ମିଳିବ ଏହି ସବୁ ସୁବିଧା

ଭୁବନେଶ୍ୱର: ଭୁବନେଶ୍ୱରର ମଣିପାଲ୍ ହସ୍ପିଟାଲ୍ ଭାରତର ଅଗ୍ରଣୀ ହସ୍ପିଟାଲ୍ ନେଟୱର୍କ ମଣିପାଲ୍ ହସ୍ପିଟାଲ୍ସ ଗ୍ରୁପ୍ ଅଧୀନରେ, ‘‘MAHI (Manipal Hospitals Healthy India)’ ନାମରେ ଏକ ନୂଆ ପ୍ରତିରୋଧାତ୍ମକ ସ୍ୱାସ୍ଥ୍ୟ ଓ ୱେଲନେସ୍ ପ୍ଲାଟଫର୍ମ ଆରମ୍ଭ କରିଛି । ଏକାମ୍ର ଭୁବନେଶ୍ୱର…

India becomes world’s 4th largest economy: ନୂଆବର୍ଷ ପୂର୍ବରୁ ଖୁସି ଖବର:ଜାପାନକୁ ପଛରେ ପକାଇ ବିଶ୍ୱର…

ନୂଆଦିଲ୍ଲୀ:ନୂତନ ବର୍ଷ ପୂର୍ବରୁ ଦେଶ ପାଇଁ ଏକ ବଡ଼ ଖୁସି ଖବର ଆସିଛି। ଜାପାନକୁ ପଛରେ ପକାଇ ବିଶ୍ୱର ଚତୁର୍ଥ ବୃହତ ଅର୍ଥନୀତି ହେଲା ଭାରତ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ଭାରତ ୪.୧୮ ଟ୍ରିଲିୟନ ଡଲାରର ଜିଡିପି ସହ ଜାପାନକୁ ପଛରେ ପକାଇ ବିଶ୍ୱର ଚତୁର୍ଥ…

ବରିଷ୍ଠ ଆଇପିଏସ୍‌ ଅଧିକାରୀଙ୍କୁ ପଦୋନ୍ନତି

ଭୁବନେଶ୍ୱର: ଓଡ଼ିଶା ସରକାର ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ମଙ୍ଗଳବାର ଦିନ ପଦୋନ୍ନତି ଦେଇଛନ୍ତି। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ୨୦୦୧ ବ୍ୟାଚ୍ ଆଇପିଏସ ଅଧିକାରୀ ସାଇନି ଏସଙ୍କୁ ଜାନୁଆରୀ ୧, ୨୦୨୬ ରୁ ପେ ମାଟ୍ରିକ୍ସର ସ୍ତର-୧୫ରେ…

ହାତୀରେ ବସି ଧନୁଯାତ୍ରାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ; ବରଗଡ଼କୁ ଦେଲେ ୧୩୬୨ କୋଟିର ଭେଟି 

ଭୁବନେଶ୍ୱର: ବିଶ୍ଵର ସର୍ବବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାର ଆଜି ସପ୍ତମ ଦିନରେ ଦର୍ଶକମାନେ ଏକ ନିଆରା ଦୃଶ୍ୟ ଦେଖିବାକୁ ପାଇଥିଲେ । କଂସ ମହାରାଜଙ୍କ ଦରବାରରେ ହାତୀରେ ବସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚିଥିଲେ। ଏହି ଅବସରରେ ବରଗଡ଼ର ଉନ୍ନତି ପାଇଁ ପ୍ରାୟ ୧୩୬୨…

୭୯ ଲକ୍ଷ ଟଙ୍କା ହେରଫେର୍ ମାମଲାରେ ଯମନକିରା ଲ୍ୟାମ୍ପସର ପୂର୍ବତନ ଏମ୍‌ଡି ଗିରଫ

ଭୁବନେଶ୍ୱର: ୭୯ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ହେରଫେର ମାମଲାରେ ସମ୍ବଲପୁରର ଜମନକିରା ଲାର୍ଜ-ସାଇଜ୍ ଏଗ୍ରିକଲ୍ଚରାଲ୍ ମଲ୍ଟି-ପର୍ପଜ୍ କୋଅପରେଟିଭ୍ ସୋସାଇଟି (ଲ୍ୟାମ୍ପସ) ଲିମିଟେଡ୍‌ର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ଫଣିନ୍ଦ୍ର କୁମାର ସାହୁଙ୍କୁ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛି।…