Latest Odisha News

BREAKING NEWS

Yearly Archives

2025

ଭାରତ-ପାକିସ୍ତାନ ମ୍ୟାଚ ହେବାକୁ ଦିଅ: ସୁପ୍ରିମ କୋର୍ଟ

ନୂଆଦିଲ୍ଲୀ: ଚଳିତ ଏସିଆ କପ କ୍ରିକେଟରେ ସେପ୍ଟମ୍ବର ୧୪ରେ ଭାରତ-ପାକିସ୍ତାନ ମଧ୍ୟରେ ହାଇ ଭୋଲଟେଜ ମୁକାବିଲା ଖେଳାଯିବ । ୟୁଏଇ ବିପକ୍ଷରେ ରେକର୍ଡ ବିଜୟ ହାସଲ କରି ଭାରତ ସମ୍ପୂର୍ଣ୍ଣ ଷ୍ଟାଇଲରେ ତାର ଅଭିଯାନ ଆରମ୍ଭ କରିଛି । ପୂର୍ବରୁ ଏହି ମ୍ୟାଚକୁ ବାତିଲ କରିବା ନେଇ ଜଣେ ବ୍ୟକ୍ତି ମାମଲା…

Operation Prahar: ନିଶା ବେପାରୀଙ୍କୁ ଆଉ ନିସ୍ତାର ନାହିଁ: ‘ଅପରେସନ୍ ପ୍ରହାର’ରେ ୧୫୭ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟକୁ ନିଶାମୁକ୍ତ କରିବା ତଥା ନିଶା କାରବାର ଉପରେ ରୋକ ଲଗାଇବା ପାଇଁ ଓଡିଶା ପୁଲିସ ତରଫରୁ "ଅପରେସନ୍ ପ୍ରହାର" ଆରମ୍ଭ କରାଯାଇଛି। ଗତ ୧ ତାରିଖରୁ ୦୭ ତାରିଖ ମଧ୍ୟରେ ରାଜ୍ୟର ସମସ୍ତ ଜିଲ୍ଲା ପୁଲିସ ଏହି ଅଭିଯାନରେ ସାମିଲ ହୋଇ ବିଭିନ୍ନ…

Assembly Monsoon Session: ସେପ୍ଟେମ୍ବର ୧୮ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଖୁବ୍ ଶୀଘ୍ର ବିଧାନସଭା ମୌସୁମୀ ଅଧିବେଶନ। ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ମୌସୁମୀ ଅଧିବେଶନ ନେଇ ସୂଚନା ମିଳିଛି। ମୌସୁମୀ ଅଧିବେଶନ ନେଇ ବାଚସ୍ପତିଙ୍କ ଅଫିସ୍‌ ପକ୍ଷରୁ ସୂଚନା ମିଳିଛି। ୧୬ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ। ଗୃହକୁ ସୁରୁଖୁରୁରେ କେମିତି…

Model Goshala: ଭୁବନେଶ୍ୱରରେ ନିର୍ମାଣ ହେବ ଆଦର୍ଶ ଗୋଶାଳା, ଖର୍ଚ୍ଚ ହେବ ୪୦ କୋଟି ଟଙ୍କା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା। ଏନେଇ ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ରାଜଧାନୀର ବୁଲା ଗୋରୁଙ୍କୁ ସେଠାରେ ରଖାଯିବ। ଏଥିଲାଗି ଜମି ଚିହ୍ନଟ ସରିଛି। ଗୋରୁଙ୍କ ଗୋବର, ମୂତ୍ରରୁ ବିଭିନ୍ନ…

ଏସିଆ କପ କ୍ରିକେଟ: ରେକର୍ଡର ଲମ୍ବା ଲାଇନ ଲଗାଇଲା ଟିମ ଇଣ୍ଡିଆ

ଦୁବାଇ: ଏସିଆ କପ ଟି୨୦ କ୍ରିକେଟରେ ସୁର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତ ସମ୍ପୂର୍ଣ୍ଣ ଷ୍ଟାଇଲରେ ଅଭିଯାନ ଆରମ୍ଭ କରିଛି । ୟୁଏଇ ବିପକ୍ଷ ମ୍ୟାଚରେ ଭାରତ ସହଜ ବିଜୟ ହାସଲ କରିବା ସହ ରେକର୍ଡର ଲମ୍ବା ଲାଇନ ଲଗାଇଛି । ୧୩.୧ ଓଭରରେ ୟୁଏଇକୁ ୫୭ ରନରେ ଅଲଆଉଟ କରିବା ପରେ ଭାରତ ୯୩ ବଲ ବାକି…

Doha Strike: ଆମେରିକାର ଉଦାହରଣ ଦେଇ କତାର ଉପରେ ଆକ୍ରମଣକୁ ଯଥାର୍ଥ ଦର୍ଶାଇଲେ ନେତାନ୍ୟାହୁ, କହିଲେ, ‘ଲଜ୍ଜିତ ହେବା…

ନୂଆଦିଲ୍ଲୀ: ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କତାର ଉପରେ ତାଙ୍କର ଆକ୍ରମଣକୁ ଯଥାର୍ଥ କହିଛନ୍ତି। ସେ ସ୍ପଷ୍ଟ ଭାବରେ କହିଛନ୍ତି ଯେ ଯଦି ହମାସ କତାରରେ ଆଶ୍ରୟ ପାଏ, ତେବେ ଇସ୍ରାଏଲ ପାଖରେ ଆକ୍ରମଣ କରିବାର ଏକମାତ୍ର ଉପାୟ ରହିବ। ଆକ୍ରମଣ ପାଇଁ ଇସ୍ରାଏଲକୁ ସମାଲୋଚନା…

Cuttack Durga puja:NOC ନନେଲେ ମିଳିବନି ପୂଜା ମଣ୍ଡପକୁ ଆୟୋଜନ ଅନୁମତି: କଟକ ଜିଲ୍ଲାପାଳ

କଟକ: କଟକରେ ଏନଓସି ନନେଲେ ମିଳିବନି ପୂଜା ମଣ୍ଡପକୁ ଆୟୋଜନ ଅନୁମତି । ପ୍ରଶାସନର ପୂଜା ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳଙ୍କ ସୂଚନା ଦେଇଛନ୍ତି । କଟକରେ ମୋଟ ୧୫୭ଟି ପୂଜା ମଣ୍ଡପ ରହିଛି । କେବଳ ୧୧୭ଟି ପୂଜାମଣ୍ଡପ NOC ପାଇଁ ଆବେଦନ କରିଛନ୍ତି । ୪୦ଟି ମଣ୍ଡପ NOC ପାଇଁ ଆବେଦନ କରି ନାହାନ୍ତି…

World’s Richest Person: ଏଲନ ମସ୍କଙ୍କୁ ପଛରେ ପକାଇଲେ ଲାରି ଏଲିସନ, ବନିଲେ ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ: ଆମେରିକୀୟ ସଫ୍ଟୱେର୍ କମ୍ପାନୀ ଓରାକଲ୍ ର ସହ-ପ୍ରତିଷ୍ଠାତା ଲାରି ଏଲିସନ ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ହୋଇଛନ୍ତି। ଟେସଲାର ସିଇଓ ଏଲନ୍ ମସ୍କଙ୍କୁ ପଛରେ ପକାଇ ଲାରି ପ୍ରଥମ ଥର ପାଇଁ ବିଶ୍ୱର ଧନୀ ବ୍ୟକ୍ତି ତାଲିକାରେ ଶୀର୍ଷରେ ରହିଛନ୍ତି । ବ୍ଲୁମବର୍ଗର ଏକ ରିପୋର୍ଟ…

Trump ally Charlie Kirk: ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଚାର୍ଲି କିର୍କଙ୍କୁ ଗୁଳି କରି ହତ୍ୟା;ଆମେରିକାରେ ରାଷ୍ଟ୍ରୀୟ…

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଚାର୍ଲି କିର୍କ (୩୧) (Trump ally and activist Charlie Kirk) ଙ୍କୁ ଗୁଳି କରି ହତ୍ୟା ।ଘଟଣା ପରେ ଆମେରିକାରେ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି । ଓରେମର ଉଟାହ ଭ୍ୟାଲି ବିଶ୍ୱବିଦ୍ୟାଳୟରେ ଏହି ଗୁଳିକାଣ୍ଡ…