ସାର କଳାବଜାରୀ ବିରୁଦ୍ଧରେ ସରକାରଙ୍କ କଡ଼ା ଆଭିମୁଖ୍ୟ
ଭୁବନେଶ୍ୱର: ଝାରସୁଗୁଡା କିର୍ମିରାରେ ୟୁରିଆ ସାର କଳାବଜାରୀ ଅଭିଯୋଗ ପରେ, ବିଭାଗୀୟ ଟିମ୍ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ରାତ୍ରିକାଳୀନ ଚଢ଼ାଉରେ ଏହି ବେଆଇନ କାରବାରକୁ ଠାବ କରାଯାଇ ସାର ଜବତ କରାଯାଇଛି ଏବଂ ଏଫଆଇଆର୍ ମଧ୍ୟ ଦାଏର୍ ହୋଇଛି ।
ସ୍ଥାନୀୟ କୃଷକମାନେ ଅଭିଯୋଗ…