Latest Odisha News

BREAKING NEWS

Yearly Archives

2025

N Bhaskar Rao: ବିଜେଡି ଛାଡିଲେ ଭାସ୍କର ରାଓ, ଦଳ ପ୍ରତି ଅସନ୍ତୋଷ ଝାଡି ଘୋଷଣା କଲେ ‘ବିଜୁ ସ୍ୱାଭିମାନ…

ଭୁବନେଶ୍ବର: ପୁଣି ବିଜେଡିକୁ ଶକ୍ତ ଝଟକା । ଅସନ୍ତୋଷ ଝାଡି ଦଳ ଛାଡିଲେ ବରିଷ୍ଠ ନେତା ତଥା ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ଏନ୍ ଭାସ୍କର ରାଓ । ପୂର୍ବତନ ସାଂସଦ ଭାସ୍କର ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ଦଳ ପ୍ରତି ଥିବା ତାଙ୍କ ଅସନ୍ତୋଷ ବଖାଣିଥିବା ବେଳେ ଦଳର ପ୍ରାଥମିକ ସଦସ୍ୟତା…

ଆସନ୍ତାକାଲି ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ: ମେୟର

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ । ଓଡ଼ିଶାର ବିଭିନ୍ନ ସ୍ଥାନରୁ ୨୦୦ରୁ ଅଧିକ ବରିଷ୍ଠ ନାଗରିକ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ । ଏନେଇ ସୂଚନା ଦେଲେ ଭୁବନେଶ୍ୱର ମେୟର୍ ସୁଲୋଚନା ଦାସ । ମେୟର…

Ama Bus Crashes: ଟ୍ୟାଙ୍କର ସହ ପିଟିହେଲା ‘ଆମ ବସ୍’, ୧୫ ଆହତ, ଗୁରୁତର ଆହତ ବଡ ମେଡିକାଲରେ ଭର୍ତ୍ତି…

ଭୁବନେଶ୍ବର: ପୁଣି ଆମ ବସ୍ ଦୁର୍ଘଟଣା । ମଙ୍ଗଳବାର ସକାଳୁ ଚୌଦ୍ୱାରର ଟାଙ୍ଗୀ ପୋଲିସ ସୀମା ଅନ୍ତର୍ଗତ ଛତିଲାଗଡ଼ା ନିକଟରେ ଏକ ଆମ ବସ୍ ଛିଡା ହୋଇଥିବା ଟ୍ୟାଙ୍କର ସହିତ ଧକ୍କା ହୋଇଛି । ଫଳରେ ଅତି କମରେ ୧୫ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଛି । ସେମାନଙ୍କ ମଧ୍ୟରୁ ଦୁଇଜଣ ଗୁରୁତର…

ଡାକ୍ତରଖାନାରେ ରୋହିତ ଶର୍ମା !

ମୁମ୍ବାଇ: ଭାରତୀୟ ଦିନିକିଆ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଏବେ ଅଷ୍ଟ୍ରେଲିଆ ବିପକ୍ଷ ଆନ୍ତର୍ଜାତୀୟ ମ୍ୟାଚ ପାଇଁ ନିଜକୁ ପ୍ରସ୍ତୁତ କରିଛନ୍ତି । ଇତି ମଧ୍ୟରେ ଏକ ଭିଡିଓ ପ୍ରଶଂସକଙ୍କୁ ଚିନ୍ତାରେ ପକାଇଛି । ଏଥିରେ ରୋହିତଙ୍କୁ ବିଳମ୍ବିତ ରାତ୍ରରେ ମୁମ୍ବାଇର ଏକ ପ୍ରତିଷ୍ଠିତ…

Vice-Presidential Election: କାହିଁକି ବିଜୟୀ ହେବେ ରାଧାକ୍ରିଷ୍ଣନ୍?

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଯାଇଛି । ପ୍ରଧାନମନ୍ତ୍ରୀ ମୋଦି ପ୍ରଥମ ଭୋଟ ଦେଇ ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଦେଶର ପରବର୍ତ୍ତୀ ଉପରାଷ୍ଟ୍ରପତିଙ୍କୁ ବାଛିବା ପାଇଁ ଲୋକସଭା ଏବଂ ରାଜ୍ୟସଭା ସାଂସଦମାନେ ଆଜି ଭୋଟ ଦେଉଛନ୍ତି । ଯାହା ମଙ୍ଗଳବାର…

Bangladeshi Hilsa: ଦୁର୍ଗା ପୂଜା ପାଇଁ ଭାରତକୁ ଆସିବ ଇଲିସି, ୧୨୦୦ ଟନ୍‌ ମାଛ ରପ୍ତାନି କଲା ବାଂଲାଦେଶ

କୋଲକାତା: ଆଉ କେଇଟା ଦିନ ପରେ ଧରାବତରଣ କରିବେ ମାଆ ଦୁର୍ଗା। ଚାରିଆଡେ ଉତ୍ସବମୁଖର। ତେବେ ଶାରଦୀୟ ଦୁର୍ଗା ପୂଜା ପାଇଁ ପ୍ରସିଦ୍ଧିଲାଭ କରିଥିବା ପଶ୍ଚିମବଙ୍ଗରେ ମା'ଙ୍କ ପୂଜାରେ ଲୋକେ ଭିନ୍ନ ପ୍ରକାର ପାଳନ କରନ୍ତି। କାରଣ ଏଠାରେ ଦୁର୍ଗା ପୂଜା ସମୟରେ ଇଲିସି ମାଛର ଚାହିଦା ଅତ୍ୟନ୍ତ ବୃଦ୍ଧି…

Vice President Election 2025: ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରଥମ ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ,…

ନୂଆଦିଲ୍ଲୀ: ଭାରତର ୧୭ ତମ ଉପରାଷ୍ଟ୍ରପତି ପାଇଁ ଏବେ ମତଦାନ ଆରମ୍ଭ ହୋଇଛି । ଦେଶର ୧୭ତମ ଉପରାଷ୍ଟ୍ରପତି ଚୟନ ପାଇଁ ଆଜି ସଂସଦ ଭବନରେ ଭୋଟ୍ ଗ୍ରହଣ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମେ ଭୋଟ୍ ଦେଇ ଭୋଟ ଗ୍ରହଣ ଆରମ୍ଭ କରିଛନ୍ତି ।  ଏହାପରେ ପ୍ରଧାନମନ୍ତ୍ରୀ ମୋଦି ଆଜି ବନ୍ୟା…

Chinese Ambassador Xu Feihong: ‘ଏକାଠି ଲଢିବେ ଭାରତ-ଚୀନ୍‌’, ଆମେରିକାକୁ ବଡ ବାର୍ତ୍ତା ଦେଲେ ଚୀନ୍…

ନୂଆଦିଲ୍ଲୀ: ଆମେରିକାର ଶୁଳ୍କ ଉତ୍ତେଜନା ଭିତରେ ଏବେ ନିକଟତର ହୋଇଛନ୍ତି ଚୀନ ଏବଂ ଭାରତ । ଚୀନ୍ ରାଷ୍ଟ୍ରଦୂତ ଜୁ ଫିହୋଙ୍ଗ ସିଧା ଆମେରିକାକୁ ବଡ ବାର୍ତ୍ତା ଦେଇଛନ୍ତି । କହିଛନ୍ତି ଯେ ଭାରତ ଏବଂ ଚୀନ୍‌ ମିଳିତ ଭାବରେ ଆମେରିକାର ଟ୍ରମ୍ପ୍ ସରକାର ଦ୍ୱାରା ଲାଗୁ କରାଯାଇଥିବା ୫୦ ପ୍ରତିଶତ…

Utkal University: ବାଣୀବିହାର ବନ୍ଦ ଡ଼ାକରା: ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବା ନେଇ ଚାପା ଉତ୍ତେଜନା

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବାକୁ ନେଇ କ୍ୟାମ୍ପସରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି। ଆଜି ବିଶ୍ବବିଦ୍ୟାଳୟ ବନ୍ଦ ଡାକରା ଦେଇଛନ୍ତି ଛାତ୍ର ସଙ୍ଗଠନ। ବାଣୀବିହାରରୁ ବସ୍ତି ହଟାଇବା ବେଳେ ଭଡ଼ାରେ ଲାଗିଥିବା ସରକାରର କ୍ବାଟର୍ସଗୁଡ଼ିକୁ ମୁକ୍ତ କରିବା…

Israel’s Full-Scale Attack: ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା, ତୁରନ୍ତ ଗାଜା ଛାଡିବାକୁ ଲୋକଙ୍କୁ…

ନୂଆଦିଲ୍ଲୀ: ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା । ତୁରନ୍ତ ଗାଜା ଛାଡିବାକୁ ସାଧାରଣଲୋକଙ୍କୁ ନିର୍ଦ୍ଦେଶ ଦେଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ। ଗାଜାରେ ବଡ଼ ସୈନ୍ୟ ଅପରେସନ ଆରମ୍ଭ ହେବ। ଗାଜା ସିଟି ଓ ଶରଣାର୍ଥୀ ଶିବିର ଗୁଡିକୁ ଲକ୍ଷ୍ୟ କରାଯିବ। ତେଣୁ ତୁରନ୍ତ ଗାଜା…