Latest Odisha News

BREAKING NEWS

Yearly Archives

2025

Puri Srimandir: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିବାରୁ ମହାସ୍ନାନ ହେବ। ଅବକାଶ ପୂଜା ସମୟରେ ବଡ଼ ମହାସ୍ନାନ ହେଉଛି। ବଡ଼ ମହାସ୍ନାନ ଯୋଗୁଁ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଛି। ପାଖାପାଖି ଘଣ୍ଟାଏ ଧରି ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। । ଶ୍ରଦ୍ଧାଳୁମାନେ…

Vice Presidential election: ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡିର ବିରତ ନେଇ ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ/ଭୁବନେଶ୍ୱର: ଆଜି ଭାରତର ଉପରାଷ୍ଟ୍ରପତି ପଦବୀ ପାଇଁ ନିର୍ବାଚନ। ଆଜି ସକାଳ ୧୦ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ହେବ ଭୋଟଗ୍ରହଣ। ସନ୍ଧ୍ୟା ୬ଟାରେ ଭୋଟ୍ ଗଣତି କରାଯାଇ ଫଳ ଘୋଷଣା କରାଯିବ। ହେଲେ ଉପରାଷ୍ଟ୍ରପତି ନିର୍ବାଚନ ନେଇ ଏବେ ରାଜ୍ୟରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି। କାରଣ…

ସୋସିଆଲ୍ ମିଡିଆ ଉପରୁ ବ୍ୟାନ ହଟାଇଲେ ନେପାଳ ସରକାର

କାଠମାଣ୍ଡୁ: ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର। ବିକ୍ଷୋଭକାରୀଙ୍କ ମୃତ୍ୟୁ ଓ ତୀବ୍ର ଉତ୍ତେଜନା ପରେ ନିଷ୍ପତ୍ତି ନେଲେ ସରକାର। ଏବେ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଇସ୍ତଫା ଦେବେ ନାହିଁ ବୋଲି ସୂଚନା ମିଳିଛି। ସୋସିଆଲ୍ ମିଡିଆ ବ୍ୟାନ୍‌ ବିରୋଧରେ କାଠମାଣ୍ଡୁରେ…

Weather Update: ପୁଣି ଆସୁଛି ଆଉ ଏକ ଲଘୁଚାପ, ୧୩ ଯାଏ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର : ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା। ଏହାରି ଭିତରେ ପୁଣି ଆସୁଛି ଆଉ ଏକ ଲଘୁଚାପ । ଫଳରେ ୧୦ରୁ ବଢିବ ବର୍ଷାର ପରିମାଣ। ୧୩ ଓ ୧୪ ତାରିଖ ବେଳକୁ କେନ୍ଦ୍ରୀୟ ତଥା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ଅଧିକ ପ୍ରଭାବ ଦକ୍ଷିଣ…

ସ୍ଵର୍ଗତ ବିଭୂତି ଭୂଷଣଙ୍କ ସ୍ମୃତିରେ’ବିଭୂତି ବିଭବ’କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ଵର: ସ୍ଵର୍ଗତ ବିଭୂତି ଭୂଷଣ ପ୍ରଧାନଙ୍କ ରଚନାରେ ଗ୍ରାମୀଣ ଜୀବନର ନିଚ୍ଛକତା ସହ ମନର ତୁଚ୍ଛତା ମଧ୍ୟ ଅତି ଯୋଗ୍ୟ ଭାବରେ ବର୍ଣ୍ଣିତ ହୋଇଥାଏ। ତାଙ୍କର ରଚନାର ପ୍ରତ୍ୟେକ ବାକ୍ୟ ଉଭୟ ହସେଇ, କନ୍ଦେଇ ଓ ଭିଜେଇ ଦେଇପାରେ। ସେ ହେଉଛନ୍ତି ଆମେ ଛାଡ଼ି ଆସିଥିବା ସ୍ମୃତିର ଚିତ୍ରକର। କୁହାଯାଏ…

ବିଜେଡିର ନବନିଯୁକ୍ତ ଯୁବ ଛାତ୍ର ସଭାପତିଙ୍କ ଦାୟିତ୍ୱ ଗ୍ରହଣ; ନବୀନ ପଟ୍ଟନାୟକଙ୍କୁ ପୁଣି ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର:ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଦ୍ୱାରା ନିକଟରେ ମନୋନୀତ ହୋଇଥିବା ଯୁବ ସଭାପତି ଚିନ୍ମୟ ସାହୁ ଓ ଛାତ୍ର ସଭାପତି ଇପ୍ସିତା ସାହୁ ଆଜି ଶତାଧିକ ଯୁବ ଛାତ୍ର କର୍ମୀଙ୍କ ସହ ଏକ ପଟୁଆରରେ ଆସି ଶଙ୍ଖ ଭଵନରେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ଶଙ୍ଖ ଭଵନରେ ଦୁଇ ନେତାଙ୍କୁ…

ନେପାଳରେ ହିଂସା; ଭାରତ ସୀମାରେ ହାଇ ଆଲର୍ଟ 

ନୂଆଦିଲ୍ଲୀ: ନେପାଳ ସରକାର ୨୬ରୁ ଅଧିକ ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ପ୍ରତିବନ୍ଧକ ଲଗାଇବା ପରେ ଯୁବପିଢି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସୋମବାର ସନ୍ଧ୍ୟାରେ ନେପାଳ-ଭାରତ ସୀମା ଅନ୍ତର୍ଗତ ଝାପା ଜିଲ୍ଲାର ବିର୍ତା ମୋଡରେ ଏକ ବଡ଼ ଧରଣର ହିଂସାତ୍ମକ କାଣ୍ଡ ଘଟିଥିବା ସୂଚନା ମିଳିଛି।…

ଧୋନିଙ୍କ ହାତରେ ବ୍ୟାଟ୍‌ ନୁହେଁ ବନ୍ଧୁକ, ଚମତ୍କାର ଅଭିନୟ ସହ ଭିନ୍ନ ଅନ୍ଦାଜରେ କ୍ୟାପଟେନ କୁଲ

ନୂଆଦିଲ୍ଲୀ: ସିନେମାରେ ଏଣ୍ଟ୍ରି ମାରିଲେ କ୍ରିକେଟର ମହେନ୍ଦ୍ର ସିଂହ ଧୋନି । ବ୍ୟାଟ ବଦଳରେ ଧୋନିଙ୍କ ହାତରେ ଦେଖିବାକୁ ମିଳିଲା ବନ୍ଧୁକ । ଫିଲ୍ମ ଦି ଚେଜରରେ ଦେଖିବାକୁ ମିଳିଛି ଧୋନିଙ୍କ ଅଭିନୟ । ଧୋନିଙ୍କ ଅଭିନିତ ଫିଲ୍ମର ଟିଜର ରିଲିଜ ହେବା ପରେ ଇଣ୍ଟରନେଟରେ ଖୁବ ଭାଇରାଲ ହେବାରେ…

କଂଗ୍ରେସ ବିରୋଧରେ କ୍ରସ ଭୋଟିଂ କରାଇଥିଲେ ଇନ୍ଦିରା ଗାନ୍ଧୀ, ନିର୍ଦ୍ଦଳୀୟ ପ୍ରାର୍ଥୀଙ୍କୁ ଜିତାଇ କରାଇଥିଲେ…

ନୂଆଦିଲ୍ଲୀ: ଉପ ରାଷ୍ଟ୍ରପତି ପଦ ନିର୍ବାଚନରେ କ୍ରସ୍ ଭୋଟିଂର ଦାବି ହୋଇଛି। ଏନ୍‌ଡିଏ ଏବଂ ଇଣ୍ଡିଆ ବ୍ଲକ୍ ଦୁହେଁ ୯ ସେପ୍ଟେମ୍ବରରେ ହେବାକୁ ଥିବା ନିର୍ବାଚନରେ କ୍ରସ୍ ଭୋଟିଂ ମାଧ୍ୟମରେ ନିଜ ନିଜର ପ୍ରାର୍ଥୀଙ୍କୁ ଜିତାଇବାକୁ ଦାବି କରୁଛନ୍ତି। ବାସ୍ତବରେ, ଯେଉଁ ନିର୍ବାଚନରେ ହ୍ୱିପ୍ ଲାଗୁ…

ଭିତରକନିକାରେ ମା ଓ ପୁଅ ନିଖୋଜ ଘଟଣା; ୫ ଦିନ ପରେ ଉଦ୍ଧାର

ଭୁବନେଶ୍ୱର: କେନ୍ଦ୍ରାପଡା ଜିଲ୍ଲାର ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ଥିବା ବାଉଁସଗଡା ନଦୀରେ କଙ୍କଡ଼ା ଧରୁଥିବା ସମୟରେ ଜଣେ ମହିଳା ଓ ତାଙ୍କ ପୁଅ ପାଞ୍ଚ ଦିନ ପୂର୍ବେ ନିଖୋଜ ହୋଇଯାଇଥିଲେ। ସୋମବାର ଦିନ ଉଭୟ ହାବାଲା ଜଙ୍ଗଲରେ ସୁରକ୍ଷିତ ଭାବରେ ମିଳିଥିବାର ସୂଚନା ମିଳିଛି। ଉଭୟ…