ହାଇଦ୍ରାବାଦ ସ୍ଥିତ ’ଷ୍ଟାଚ୍ୟୁ ଅଫ୍ ଇକ୍ବାଲିଟି’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କହିଲେ…
ଭୁବନେଶ୍ୱର: ହାଇଦ୍ରାବାଦସ୍ଥିତ ଷ୍ଟାଚ୍ୟୁ ଅଫ୍ ଇକ୍ବାଲିଟି ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମହାନ ଦାର୍ଶନିକ, ସନ୍ଥ ତଥା ସମାଜ ସଂସ୍କାରକ ଜଗଦଗୁରୁ ଶ୍ରୀ ରାମାନୁଜାଚାର୍ଯ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ…