Latest Odisha News

BREAKING NEWS

Yearly Archives

2025

Two Boys Forced To Travel: ହଜିଗଲା ମାନବିକତା! ମାତ୍ର ୫ ଟଙ୍କା ପାଇଁ ଦୁଇ ନାବାଳକଙ୍କୁ ୨୫ କିଲୋମିଟର ବୁଲାଇଲା…

ମୟୂରଭଞ୍ଜ: ମାନବିକତା ଭୁଲିଗଲେ ବସ୍ କଣ୍ଡକ୍ଟର। ୫ ଟଙ୍କା ଭଡା ଦେଲେନି ବୋଲି ଦୁଇ ନାବାଳକଙ୍କୁ ୨୫ କିଲୋମିଟର ବୁଲାଇଲା ଲକ୍ଷ୍ମୀ ବସ୍। ଏଭଳି ଆଶ୍ଚର୍ଯ୍ୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲାର ବେତନଟୀ ବ୍ଲକର ବୈଶିଙ୍ଗା ବଜାରରେ। ଏହି ଦୁଇ ନାବାଳକ ହେଉଛନ୍ତି ୨ ଭାଇ। ସେମାନେ ବସ ଭଡା ୧୦ ଟଙ୍କା…

ପଞ୍ଜାବ କିଙ୍ଗସ, କୁମ୍ବଲେଙ୍କ ଉପରେ ଏବେ ବି ଗେଲ ଅସନ୍ତୁଷ୍ଟ

ନୂଆଦିଲ୍ଲୀ: ଆଇପିଏଲ ଇତିହାସର ସବୁଠାରୁ ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ ଗେଲ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି । ପଞ୍ଜାବ କିଙ୍ଗସ ମୋତେ ଯେଉଁ ଭଳି ଦୁର୍ବବ୍ୟହାର ଦେଖାଇଛି ତାହା ମୁଁ କେବେ ହେଲେ ଭୁଲିପାରିବି ନାହିଁ । ପରିସ୍ଥିତି ଏପରି ହୋଇଥିଲା ଯେ, ସେ ଅଧାରୁ ଆଇପିଏଲ ଛାଡିବାକୁ…

VP Election: ଏନଡିଏ ପ୍ରାର୍ଥୀଙ୍କୁ ନୀରବ ସମର୍ଥନ! ଉପରାଷ୍ଟ୍ରପତି ନିର୍ବାଚନରେ ଭାଗ ନେବନି ବିଜେଡି

ଭୁବନେଶ୍ୱର: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଲା ବିଜେଡି। ଉପରାଷ୍ଟ୍ରପତି ନିର୍ବାଚନରେ ଭାଗ ନେବନି ବିଜେଡି। ଭୋଟିଂରୁ ବିରତ ରହିବ ବିଜେଡି। ଦଳୀୟ ବୈଠକରେ ନିଷ୍ପତ୍ତି ହୋଇଥିବା ବେଳେ ଏନେଇ ଦଳୀୟ ସାଂସଦଙ୍କ ସୂତ୍ରରୁ ସୂଚନା ମିଳିଛି। ରାଜ୍ୟସଭାରେ ଅଛନ୍ତି ବିଜେଡିର ୭ ସାଂସଦ। ସି.ପି.…

ଲାଲକିଲ୍ଲା ପରିସରରୁ ୧ କୋଟିର କଳସ ଚୋରି ଘଟଣା, ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ: ଦିଲ୍ଲୀର ପ୍ରସିଦ୍ଧ ଲାଲକିଲ୍ଲା ପରିସରରୁ ଏକ ଜୈନ ଧାର୍ମିକ ସମାରୋହରୁ ପ୍ରାୟ ୧ କୋଟି ଟଙ୍କାର ଏକ କଳସ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହି କଳସ ସୁନା ଏବଂ ହୀରାରେ ଜଡିତ ଥିଲା। ସୂଚନା ଅନୁଯାୟୀ, ଏହି ଚୋରି ଘଟଣା ସେପ୍ଟେମ୍ବର ୩ରେ ଏକ ପ୍ରାର୍ଥନା ସମାରୋହ ସମୟରେ…

ଲୋକଙ୍କ କାନ୍ଧ ଉପରେ ବସି ବନ୍ୟାଞ୍ଚଳ ବୁଲିଲେ କଂଗ୍ରେସ ସାଂସଦ, ଭିଡିଓ ଭାଇଇରାଲ ପରେ ଘେରିଲା ବିଜେପି

ପାଟନା: ରବିବାର ବିହାରର କଟିହାରର ମଣିହାରୀ ଏବଂ ବରାରୀ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି କଂଗ୍ରେସ ସାଂସଦ ତାରିକ ଅନୱର । ଏହି ସମୟରେ ଗ୍ରାମବାସୀମାନେ ତାରିକ ଅନୱରଙ୍କୁ କାନ୍ଧରେ ବୋହି ନେଉଥିବାର ଦେଖାଯାଇଥିଲା, ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭିଡିଓ…

BJD Leader Shreemayee: କିଏ ସେହି ‘ଧୃତରାଷ୍ଟ୍ର’ ? ଅଯୋଗ୍ୟ ରାଜା କହି କାହାକୁ ନିଶାନ କଲେ ଶ୍ରୀମୟୀ…

ଭୁବନେଶ୍ୱର: ସୋସିଆଲ୍‌ ମିଡିଆରେ ‘ଧୃତରାଷ୍ଟ୍ର’ଙ୍କ ଉଦାହରଣ ଦେଇ ଶ୍ରୀମୟୀଙ୍କ ନିଶାନା। କୌଣସି ବ୍ୟକ୍ତିଙ୍କ ନାଁ ନନେଇ ପରୋକ୍ଷରେ କଡ଼ା ଆକ୍ଷେପ କଲେ ଶ୍ରୀମୟୀ। ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କ ଅନ୍ଧ ଧୃତରାଷ୍ଟ୍ର ନିଶାନାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଦୀର୍ଘଦିନର ନୀରବତା ପରେ…

Festival special train: ରେଳଯାତ୍ରୀଙ୍କ ପାଇଁ ଖୁସି ଖବର; ବିଶାଖାପାଟଣା – ଶାଲିମାର ମଧ୍ୟରେ ଗଡିବ ସାପ୍ତାହିକ…

ଭୁବନେଶ୍ବର: ଆରାମଦାୟକ ଯାତ୍ରା ଅଭିଜ୍ଞତା ସୁନିଶ୍ଚିତ କରିବା ଏବଂ ପାର୍ବଣ ଋତୁରେ ଯାତ୍ରୀଙ୍କ ଅତିରିକ୍ତ ଭିଡ଼ ପରିଚାଳନା କରିବା ପାଇଁ, ଭାରତୀୟ ରେଳବାଇ ବିଶାଖାପାଟଣା – ଶାଲିମାର ମଧ୍ୟରେ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ ଚଳାଇବ । ନିମ୍ନଲିଖିତ କାର୍ଯ୍ୟସୂଚୀ ଅନୁଯାୟୀ ସାପ୍ତାହିକ…

BJP MPs Meet: ଦିଲ୍ଲୀରେ ବିଜେପି ସାଂସଦଙ୍କ ବୈଠକ; ଯୋଗ ଦେଲେ ମୁଖ୍ୟମନ୍ତ୍ରୀ, ଚାଲିଛି ଓଡ଼ିଶା ରାଜନୀତି

ଭୁବନେଶ୍ୱର/ନୂଆଦିଲ୍ଲୀ: ଦିଲ୍ଲୀରେ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ବିଜେପି ସାଂସଦଙ୍କ ବୈଠକ। ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବି ଉପସ୍ଥିତ ଅଛନ୍ତି। ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଉପସ୍ଥିତ ଅଛନ୍ତି। ଏହି ବୈଠକରେ…

Illegal Constructions: ଏଣିକି ବିଲଡିଂ ପ୍ଲାନ୍ ଉଲ୍ଲଘଂନ କଲେ ହେବ କାର୍ଯ୍ୟାନୁଷ୍ଠାନ, ବେଆଇନ ନିର୍ମାଣକୁ ନେଇ କଠୋର…

ଭୁବନେଶ୍ୱର: ଏଣିକି ବେଆଇନ ନିର୍ମାଣକୁ ନେଇ କଠୋର ହେଲା ନଗର ଉନ୍ନୟନ ବିଭାଗ। ସୁପ୍ରିମକୋର୍ଟଙ୍କ ଉଦ୍‌ବେଗ ପରେ ନୂଆ ନିର୍ଦ୍ଦେଶାବଳୀ ଜାରି କଲା ବିଭାଗ। କଠୋର ହେବ ଯାଞ୍ଚ ପ୍ରକ୍ରିୟା, ବିଲଡିଂ ପ୍ଲାନ ଉଲ୍ଲଘଂନ କଲେ ହେବ କାର୍ଯ୍ୟାନୁଷ୍ଠାନ। ଏଣିକି ବିଲଡିଂ ପ୍ଲାନର ଏକ କପି ନିର୍ମାଣ…

ପୂର୍ବତନ ମନ୍ତ୍ରୀ ତଥା ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା: ପରଲୋକରେ ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ । ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା । ସୋମବର ଚିକିତ୍ସାଧୀନ ଅବସ୍ଥାରେ ଚେନ୍ନାଇ ସ୍ଥିତ ଘରୋଇ ହସ୍ପିଟାଲରେ ସେ ଆଜି ଆଖି ବୁଝିଛନ୍ତି । ହାର୍ଟ ଟ୍ରାନ୍ସପ୍ଲାଣ୍ଟ ପାଇଁ ଢୋଲକିଆଙ୍କୁ ଚେନ୍ନାଇ…